-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଟାଉନବାଳିକା ଉଚ୍ଚବିଦ୍ୟାଳୟର ୬୭ତମ କ୍ରୀଡାଉତ୍ସବ ଉଦଘାଟିତ

15-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ହାତଶାଳପଡା ସ୍ଥିତ ଟାଉନ ବାଳକ ହାଇସ୍କୁଲର ଖେଳପଡିଆ ଠାରେ ଟାଉନ ବାଳିକା ଉଚ୍ଚବିଦ୍ୟାଳୟର ୬୭ତମ କ୍ରୀଡାଉତ୍ସବ ଉଦଘାଟିତ ହୋଇ ଯାଇଛି । ଦୁଇଦିନ ଧରି ଏହି ଉତ୍ସବ ଅନୁଷ୍ଠିତ ହେବ । ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି କ୍ରୀଡାଉତ୍ସବକୁ ଉଦଘାଟନ କରିଛନ୍ତି । ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ରନାଥ ମିଶ୍ରଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଡ.ସେଠୀ, ସମ୍ମାନୀତ ଅତିଥି ଭାବରେ ବିଜେପିର ବରିଷ୍ଠନେତା

ଗୋପାଳଜୀ ପାଣିଗ୍ରାହୀ,ଜିଲ୍ଲା ଶିକ୍ଷାବିଭାଗର କ୍ରୀଡାଅଧିକାରୀ ପ୍ରଦୀପକୁମାର ପାତ୍ର, କ୍ରୀଡାସଂଗଠକ ସୁମିତ କୁମାର ପୁରୋହିତ, ଟାଉନ ବାଳକ ହାଇସ୍କୁଲର ପ୍ରଧାନଶିକ୍ଷକ ଆର୍ଯ୍ୟବାଳା ମିଶ୍ର, ସାମ୍ବାଦିକ ସନ୍ଦୀପ କୁଅଁର, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ରଘୁନନ୍ଦନ ସିଂ,ବୀରେନ୍ଦ୍ର ଝାଙ୍କର,ବଳରାମ ମିଶ୍ର, ଚିତ୍ତରଂଜନ ମିଶ୍ର, ଅଞ୍ଜନକୁମାର ପଧାନ, ମୁକେଶ ବହିଦାର ଓ କାର୍ଯକ୍ରମକୁ ପ୍ରାୟୋଜିତ କରିଥିବା ଓଡିଶାଗ୍ରାମୀଣ ବ୍ୟାଙ୍କର ଅଧିକାରୀ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନେ କ୍ରୀଡା ମାଧ୍ୟମରେ ଜୀବନକୁ ଶୃଙ୍ଖଳିତ ଓ ଶାରିରୀକ-ମାନସିକ ସ୍ତରରେ ଉନ୍ନତ କରନ୍ତୁ ବୋଲି ଅତିଥିଗଣ ମତବ୍ୟକ୍ତ କରିଥିଲେ। ବଲାଙ୍ଗୀର ମାଟିରୁ ପୂର୍ବରୁ ଆନନ୍ଦିନୀ ଦର୍ଜୀ,ପ୍ରଣତୀ ମିଶ୍ର, ମାଧୁରୀ ମେହେଟା, ରୋଶନାରା ପରବୀନ, ପାୟଲ ନାଗ ଭଳି କ୍ରୀଡାବିଦ ମାନେ ଜାତୀୟ ତଥା ଆନ୍ତର୍ଯ୍ୟାତୀୟ ସ୍ତରରେ ସୁଖ୍ୟାତି ଅର୍ଜନ କରିଛନ୍ତି। ତେଣୁ ଆଗ୍ରହ ରହିଲେ କ୍ରୀଡାବିଦ ହୋଇ ଜୀବନକୁ ସଫଳ କରିହେବ ବୋଲି ବକ୍ତାଗଣ କହି ଥିଲେ । ଏଡିଏମ ଡ.ବିଜୟାନନ୍ଦ ସେଠୀ କ୍ରୀଡାଉତ୍ସବର ପତାକାଉତ୍ତୋଳନ କରିବା ସହିତ କାର୍ଯ୍ୟକ୍ରମକୁ ଉଦଘାଟନ କଲା ପରେ 

ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ କ୍ରୀଡାର ପ୍ରତିଯୋଗୀତା ଆରମ୍ଭ ହୋଇଥିଲା । କ୍ରୀଡା ପ୍ରତିଯୋଗୀତାକୁ ଟାଉନ ବାଳିକା ହାଇସ୍କୁଲର ପିଇଟି ସୁଜାତା ମଲ୍ଲିକ,ଟାଉନହାଇସ୍କୁଲ ପିଇଟି ବିକାଶ ଦାସ,ପୋଲିସ ହାଇସ୍କୁଲ ପିଇଟି ଆରତୀ ସାହୁ  ପରିଚାଳନା କରିଥିଲେ । ଏହି ଅବସରରେ ଅତିଥିଗଣଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ଶିକ୍ଷୟିତ୍ରୀ ଅରୁନ୍ଧତି ବଢେଇ,ସତ୍ୟାନନ୍ଦ ବିଶ୍ୱାଳ ମାନପତ୍ର ପଠନ କରିଥିବା ବେଳେ ଶିକ୍ଷୟିତ୍ରୀ ଝୁନିତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like