-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମେଦନା ସ୍ଥିତ ଗ୍ରାମ୍ୟଦେବୀ ମାଁ କାଳୀ କଙ୍କାଲୁଣୀ ଙ୍କ ବାର୍ଷିକ ଦଶହରା ପାଳିତ

15-Dec-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ସଦର ମହକୁମା ଠାରେ ମେଦନା ଗ୍ରାମର ଗ୍ରାମଦେବୀ ମାଁକାଳୀ କଙ୍କାଳୁଣୀ ଙ୍କ ବାର୍ଷିକ ଦଶହରା ଧୁମଧାମ ରେ ପାଳିତ ହୋଇଯାଇଛି | ମାଁ କାଳୀ କଙ୍କାଳୁଣୀ ହେଉଛନ୍ତି ମେଦନା ଗ୍ରାମର ଇଷ୍ଟଦେବୀ | ସେ କେଉଁ ଆଦିମ କାଳରୁ ମେଦନା ଗ୍ରାମର ହାଟପଦା ପଡିଆ ରେ ଗ୍ରାମବାସୀଙ୍କ ଦ୍ୱାରା ପୂଜିତ ହୋଇ ଆସୁଛନ୍ତି |ବଜାର ପଡିଆ ପରିସରରେ ମାଁ ଙ୍କର ଏକ ସୁନ୍ଦର ମନ୍ଦିର ବିଦ୍ୟମାନ | ମା ଏକ ପ୍ରତକ୍ଷ୍ୟଦେବୀ ହୋଇଥିବାରୁ ଆଖପାଖ ଅଞ୍ଚଳ ରୁ ଭକ୍ତମାନେ ଆସି ମାଁ ଙ୍କ ପାଖରେ ମାନସିକ ରଖିଥାନ୍ତି | ଗ୍ରାମବାସୀ ଅତି ଶ୍ରଦ୍ଧାର ସହ ମାଁ ଙ୍କର ଏହି ଉତ୍ସବ ଟିକୁ ପାଳନ କରିଥାନ୍ତି |ମା ଙ୍କ ଦଶହରା ରେ ଆଖପାଖ ଗ୍ରାମ ର ଦେବାଦେବୀ ଙ୍କ ସହ ଶିରା, ପୂଜାରୀ, ଲାଠି, ପାଲିଙ୍କି, ନରିଆ ଙ୍କ ସହ ନିମନ୍ତ୍ରିତ ହୋଇ ମାଁ ଙ୍କ ପୀଠକୁ ଆସିଥାନ୍ତି |ବଡ ଆଡମ୍ବର ସହକାରେ ପାଳିତ ହୁଏ ମା ଙ୍କ ଦଶହରା | ଗାଁ ରେ ହଜାର ହଜାର ସଂଖ୍ୟକ ଭକ୍ତ ସାଙ୍ଗକୁ ଉଠା ଦୋକାନୀ ମାନଙ୍କ ପ୍ରବଳ ଭିଡ ଜମେ |ଗ୍ରାମର ମୁଖ୍ୟ ବ୍ୟକ୍ତିମାନେ ଗ୍ରାମରେ ବୈଠକ ଡାକି କମିଟି ଗଠନ କରି ଶାନ୍ତି ଶୃଙ୍ଖଳା ର ପାଳନ୍ତି ମା ଙ୍କ ଦଶହରା। ରାତ୍ରିରେ ଜନସାଧାରଣ ଙ୍କ ମନରଞ୍ଜନ ସକାଶେ ଦୁଇଗୋଟି ଦେଶିଆ ନାଟକ ର ମଧ୍ୟ ଆୟୋଜନ କରାଯାଇଛି |ଗ୍ରାମର ଭଦ୍ରବ୍ୟକ୍ତି ମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝୀ, ମେଦନା ପୂର୍ବତନ ସରପଞ୍ଚ ହିରଣ୍ୟ ମାଝୀ, ପୂର୍ବତନ ନାଏବ ସରପଞ୍ଚ ତୁଲାରାମ ଗୌଡ଼, ଶଶୀଧର ମାଝୀ, ଶିବ ପ୍ରସାଦ ମିଶ୍ର, ଘାସି ପୂଜାରୀ, ମଙ୍ଗଳୁ ପୂଜାରୀ, ଶୀଦାସ ଗାଣ୍ଡା ପ୍ରମୁଖ ମା ଙ୍କ ଦଶହରା ପର୍ବ ର ମୁଖ୍ୟ ଦାୟିତ୍ୱ ଗ୍ରହଣ କରି ପର୍ବଟିକୁ ସରସ ସୁନ୍ଦର କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like