-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସମୀର ପଟ୍ଟନାୟକ (ମଣ୍ଟୁ) ଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି, ଗାନ୍ଧୀ ପାଠାଗାର ଠାରେ ଶୋକ ସଭା ଅନୁଷ୍ଠିତ

15-Dec-2025



ବଲାଙ୍ଗିର(ପ୍ରେରଣା ଖବର)- ଗାନ୍ଧୀ ପାଠାଗାରର ସକ୍ରିୟ ସଦସ୍ୟ ସମୀର ପଟ୍ଟନାୟକ (ମଣ୍ଟୁ) ଙ୍କ ୫୦ ବର୍ଷ ବୟସରେ ଅକାଳ ବିୟୋଗ ଘଟିଛି । ବିଗତ କିଛି ସମୟ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଛତିଶଗଡ ରାୟପୁରରେ ଚିକିତ୍ସିତ ହେଉଥିଲେ । ଶନିବାର ଭୋର ୨ଟା ସମୟରେ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା । ଅମର ଆତ୍ମାର ସଦ୍‌ଗତି ପାଇଁ  ରବିବାର ସନ୍ଧ୍ୟାରେ ସ୍ଥାନୀୟ ଗାନ୍ଧୀ ପାଠାଗାର ରେ ଏକ ଶୋକ ସଭାସଭା ଅନୁଷ୍ଠିତ ହୋଇଯାଇଛି । ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ଏହି

ସଭାରେ ସ୍ୱର୍ଗତ ପଟ୍ଟନାୟକ ଙ୍କ ପାଠାଗାର ର ବିଭିନ୍ନ କାର୍ଯ୍ୟକ୍ରମରେ କରିଥିବା ଅବଦାନ ସହିତ ତାଙ୍କର ସଦା ମେଳାପି ଓ ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର କୁ ସଦସ୍ୟମାନେ ମନେ ପକାଇଥିଲେ । ଏହି ସଭାରେ ପାଠାଗାରର ଉପ-ସଭାପତି ସନ୍ତକ ବହିଦାର, ସଂପାଦକ ପ୍ରଦୀପ ସାହୁ, ବରିଷ୍ଠ ସଭ୍ୟ ନିଳମଣୀ ମିଶ୍ର, ଭଗବାନ ବଗର୍ତ୍ତି,  ଅଶୋକ ଚାନ୍ଦ, ଧର୍ମବ୍ରତ ରଥ,  ରାଜେନ୍ଦ୍ର ମିଶ୍ର, ସଂଗ୍ରାମ ବହିଦାର, ରିୟାଜ ଖାନ, ସତ୍ତାର, ପ୍ରମୋଦ ପ୍ରଧାନ, ମହମ୍ମଦ ଅକବର, ଭକ୍ତବନ୍ଧୁ ନାଏକ, ରାଜେଶ ଜୈନ, ଅନିଶ ସାହୁ, ସୁରୁ ସାହୁ, ଦାସିଆ ସାହୁ, ମହେନ୍ଦ୍ର ବାଗ, କୁନୁ ପାତ୍ର, ଦୁର୍ଗା ସାହୁ, ଅଜିତ ପଣ୍ଡା ଓ ଅନ୍ୟମାନେ ଉପସ୍ଥିତ ରହି ଅମର ଆତ୍ମାର ସଦ୍‌ଗତି ପାଇଁ ପ୍ରାର୍ଥନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like