-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନଅଗାଁ କ ପଞ୍ଚାୟତ କାର୍ଯ୍ୟାଳୟ ପରିସର ରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ

15-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ କ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ସରପଞ୍ଚ ତପଶ୍ୱନି ସେଠ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଏ ବି ଡି ଓ ରୁଦ୍ରପ୍ରସାଦ ସୁନା ଯୋଗ ଦେଇଥିବା ବେଳେ ସି ଡି ପି ଓ ଶ୍ରୀମତି ଶୁଭଶ୍ରୀ ମିଶ୍ର ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ । ଉକ୍ତ ପଞ୍ଚାୟତ ଟି ନଅଗାଁ (କ), କନ୍ଥିପାଲି , ତେଲେନପା।ଲି , ବାଇଗଣ ଖାରି , ଡୁଡୁକା ମୁଣ୍ଡା , ଅଇଲାପ।ଲି , ହଳଦୀ ପଦର୍ , ଗଣ୍ଡପ।ଲି , ମୁଣ୍ଡାପାଲି ଗ୍ରାମ କୁ ନେଇ ଗଠିତ ।

ସମୁଦାୟ ୮ ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ l ବ୍ଲକ ରୁ ଏପିଓ ଜଗତଜିତା ସେଠି, ଆଲୋକ ମିଶ୍ର , ସୁଶାନ୍ତ ମହାକୁର , ଜ୍ଞାନରଞ୍ଜନ ସା , ଅଭି ସାହୁ , ସୁନିଲ ସାହୁ , ସିବୁନ ପୁଟେଲ , ଅଂଶୁମାନ ଦେବବାବୁ ଉପସ୍ଥିତ ରହି ସହଯୋଗ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ମନରେଗା, ବି ଓ ଭି ଙ୍କ  ଦରମା , ସାପ୍ତାହିକ ବଜାର ସୀମା ନିର୍ଧାରଣ , ପିଏମ କିଶ।ନ , ରାସନ କାର୍ଡ ରେ ନାମ ସଂଯୋଗ ଉପରେ ଅଭିଯୋଗ ଆସିଥିଲା l ଉକ୍ତ ଜନ ଶୁଣାଣି ଶିବିର ରେ ଗ୍ରାମ ପଞ୍ଚାୟତ ର ପି ଇ ଓ ଜ୍ଞାନ ରଞ୍ଜନ ଦାସ, ଏ ଡି ଇ ଓ ଦୟାନିଧି ମେହେର , ଯୋଗାଣ ସହାୟକ ଉଦ୍ଧବ କବାଟ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।ଏହି ପରି ଅଙ୍ଗନବାଡ଼ି କର୍ମୀ , ୱ।ର୍ଡ ସଭ୍ୟ ମାନେ ଉପସ୍ଥିତ ଥିଲେ l ଶେଷରେ ସରପଞ୍ଚ ଶ୍ରୀମତୀ ସେଠ ଧନ୍ୟବାଦ ଦେଇ ସଭା ସାଂଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like