-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସର୍ଗିପାଲିରେ ସାରଦା ମାଁଙ୍କ ୧୭୨ତମ ଜୟନ୍ତୀତ୍ସୋବ

15-Dec-2025



ବରପାଲି(ସୁଦାମ ଦୀପ)
ବରଗଡ଼ ଜିଲ୍ଲା ବରପାଲି ବ୍ଲକ୍ ଅନ୍ତର୍ଗତ ସର୍ଗିପାଲି ସ୍ଥିତ ମାଁ ସାରଦା ପୀଠ ପରିସରରେ ଯୋଗ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ଯା ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ମାଁ ସାରଦା ଦେବୀଙ୍କ ୧୭୨ତମ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଆଚାର୍ଯ୍ଯ ଓ ସାଧକସାଧିକା ମାନଙ୍କ ଗହଣରେ ଗୁରୁଜୀ ଉଦ୍‌ଘାଟନ କରିଥିଲେ। ପ୍ରାରମ୍ଭରେ ପିଠ ପୂଜନ ସମ୍ପର୍ଣ୍ଣ ପରେ ଗୁରୁମାଁ, ଗୁରୁଜୀ, ଆଚାର୍ଯ୍ଯ ଓ ସାଧକସାଧିକା ଶିକ୍ଷାର୍ଥିମାନେ ମାଁଙ୍କ ପ୍ରତିମୂର୍ତ୍ତିରେ ମାଲ୍ଯାର୍ପଣ ସହ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ଶ୍ରୀଗୁରୁଙ୍କ ରଚିତ ଜୟମାଁ ସାରଦା ସଂଗିତ ସାଧିକା ବାସନ୍ତି ଓ ସାଥିଙ୍କ ଦ୍ବାରା ପରିବେଷଣ ହୋଇଥିଲା। ମାଁ ସାରଦାଙ୍କ ଜୀବନୀ ଓ ତ୍ଯାଗ, ନିଷ୍ଠା,  ବଦାନ୍ୟତା ଏବଂ ନାରୀ ସମାଜର ପ୍ରେରଣାର ଶକ୍ତି ବିଷୟ ଉପରେ ସାଧକ ମହେନ୍ଦ୍ର ମହାଣା ଉପସ୍ଥାପନ କରିଥିଲେ। ଈଶ୍ବର ପ୍ରଣିଧାନ ସମ୍ବନ୍ଧରେ ଯୋଗ ବିଜ୍ଞାନର ରହସ୍ୟ ଉପରେ ଆଚାର୍ଯ୍ୟ ଶେଷଦେବ ବେହେରା ଅଭିଭାଷଣ ରଖିଥିଲେ। ସମାଧିର ସଜ୍ଞା ଏବଂ ମନୁଷ୍ୟ ଜୀବନରେ ଭୂମିର ପ୍ରୟୋଗଜନ୍ୟ ରହସ୍ୟ ସମ୍ପର୍କରେ ବଳବନ୍ତ ଛତ୍ରିଆ  ବକ୍ତବ୍ଯ ପ୍ରଦାନ କରିଥିଲେ। ଯୋଗ ବିଜ୍ଞାନ ଓ ଏହାର ରହସ୍ୟ ସମ୍ବନ୍ଧରେ ବିସ୍ତୃତ ଭାବରେ ଗୁରୁଜୀ ଆଲୋଚନା କରିଥିବା ବେଳେ ଗୁରୁମାଁ ଗୁରୁତତ୍ତ୍ଵ ଓ ଏହାର ରହସ୍ୟ ଉପରେ ବ୍ୟାଖ୍ୟା କରିଥିଲେ। ସେହିପରି ସାଧକ ରାଜେଶ ପଧାନ ମଣିଷ ଜୀବନରେ ଶିକ୍ଷା ଓ ସାଧନାର ଆବଶ୍ୟକତାକୁ ନେଇ ସାଧୁବାଣୀ ବାଢିଥିଲେ।
ଆୟୋଜିତ ଆଧ୍ୟାତ୍ମିକ ସଂଗିତ ଗାୟକ ଭାବରେ କୈଳାଶ କର୍ଣ୍ଣ, ସରୋଜ, ବାସନ୍ତୀ, ମମତା ଓ ସାଥିମାନଙ୍କ ସହାୟତାରେ ପରିବେଷଣ କରିଥିଲେ। ଧନ୍ୟବାଦ ଅର୍ପଣ ପର୍ବ ସାଧକ ଅମୃତଲାଲଙ୍କ ଦ୍ବାରା ହୋଇଥିବା ବେଳେ
ସଂଯୋଜନା ପ୍ରକାଶ ପଧାନଙ୍କ ଦ୍ବାରା ସଂଯୋଜିତ  ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like