-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଆଗଲପୁର ରେ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍ଘ।ଟିତ

15-Dec-2025



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ମିନି ଷ୍ଟାଡିୟମ୍ ଠାରେ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍ଘ।ଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସଦେଇପ।ଲି  ଆଇ ଟି ଆଇ କଲେଜ ଅଧ୍ୟକ୍ଷ ଶ୍ରୀକର ମିଶ୍ର ,  +2 କଲେଜ ଅଧ୍ୟକ୍ଷ ମନ୍ତ୍ରୀ ମେହେର , ଆଗଲପୁର ବାଳକ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ବିଶ୍ବରଂଜନ ତ୍ରିପାଠୀ , +୨ କଲେଜ ର ଅବସରପ୍ରାପ୍ତ ବରିଷ୍ଠ କିରାଣୀ ଫକିର ମୋହନ ତ୍ରିପାଠୀ , ଆଗଲପୁର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ଦୋରା , ଏହି ଅନୁଷ୍ଠାନ ତଥା ଫୁଟବଲ ପ୍ରତିଯୋଗିତା ର ସଭାପତି ଭିକାରୀଚରଣ ବାଗ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଆଜିର ଏହି ପ୍ରତିଯୋଗିତା ରେ ବରଗଡ଼ ଓ ବଲାଙ୍ଗୀର ଦଳ ମଧ୍ୟରେ ସଂଘର୍ଷପୂର୍ଣ୍ଣ ଖେଳ ଦେଖିବାକୁ ମିଳିଥିଲା l ଏହି ପ୍ରତିଯୋଗୀତାରେ ସମୁଦାୟ ୮ ଟି ଦଳ ଅଂଶଗ୍ରହଣ କରିଛନ୍ତି l ଏହା ବ୍ୟତୀତ ରାଜ ମଣ୍ଡଳ , ଜିତୁ ପାତ୍ର , କରୁଣାକର ପାତ୍ର , ସୁଧାଂଶୁ ସେଟ୍ ଖେଳ ପରିଚାଳକ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି । ଏହି ଅବସର ରେ ସ୍ବର୍ଗତ କୃଷ୍ଣ ଭର।ସାଗର ଙ୍କ ପାଇ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ପ୍ରତି ଯୋଗୀ ତା କୁ ଆଗଲପୁର ଫୁଟବଲ ଏସୋସିଏସନ ତରଫରୁ ଖେଳ ପରିଚାଳନା କରାଯାଉ ଥିବା କମିଟି ପକ୍ଷରୁ ପ୍ରକାଶ । ଏଥିରେ ବଲାଙ୍ଗୀର ,ବରଗଡ଼ , ସୁନ୍ଦରଗଡ଼ ,  ଫୁଲ ବାଣୀ , ସମ୍ବଲପୁର ,ପଦମପୁର , ଭବାନୀ ପାଟଣା , ରାଉରକେଲା ଦଳ ଅଂଶ ଗ୍ରହଣ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like