-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତରାଜ ମନ୍ତ୍ରୀ ରବିନାରାୟଣ ନାୟକ ଙ୍କ କୋକସରା ବ୍ଲକ ଗସ୍ତ ll

16-Dec-2025



କୋକସରା(ତ୍ରିନାଥ ବେଶ୍ରା )
ଓଡ଼ିଶା ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମୀଣ ବିକାଶ ବିଭାଗ ମନ୍ତ୍ରୀ ମାନ୍ୟବର ରବି ନାରାୟଣ ନାଏକ ନବରଙ୍ଗପୁର ଜିଲ୍ଲା ଦେଇ ସୋମବାର କଲାହାଣ୍ଡି ଜିଲ୍ଲା  କୋକସରା ବ୍ଲକ ଗସ୍ତରେ ଆସି ଗୁଡହାଣ୍ଡି ମଞ୍ଚ ଠାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମନ୍ତ୍ରୀ ଙ୍କ କର କମଲରେ ଧର୍ମଗଡ଼,କୋକସରା, କଳମପୁର, ଜୟପାଟଣା ଓ ଜୁନାଗଡ଼ ବ୍ଲକ ନିମନ୍ତେ ୩୯. ୯୨ କୋଟି ଅଟକଳ ମୂଲ୍ୟରେ ୧୭୨ ଗୋଟି ପ୍ରକଳ୍ପ ର ଲୋକାର୍ପଣ ଓ ୨୪୬. ୪୫ କୋଟି ଅଟକଳ ମୂଲ୍ୟର ୨୬୯ ଗୋଟି ନୂତନ ପ୍ରକଳ୍ପ ର ଶିଳାନ୍ୟାସ କରିଥିଲେ। କୋକସରା ବ୍ଲକ ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଅତିଥିଙ୍କ ଦ୍ୱାରା ଦୀପ ପ୍ରଜ୍ଜଲନ କରାଯାଇଥିଲା। ପରେ ସ୍ୱାଗତ ସଂଗୀତ ଗାନ କରାଯାଇଥିଲା।କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଳା ପରିଷଦ କଳାହାଣ୍ଡି ଦୟାମୟ ପାଢ଼ୀ, ପଞ୍ଚାୟତ ସମିତି ଅଧକ୍ଷ୍ୟା ଶ୍ରୀମତୀ ରୀତା ଅଗ୍ରୱାଲ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ବିଜେପି ଜିଲ୍ଲା ସଭାପତି ଯୁଗଲ କିଶୋର ପୋଡ଼, ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ ପ୍ରମୁଖ ମଞ୍ଚାସିନ ରହି କଲାହାଣ୍ଡି ଜିଲ୍ଲା
ତଥା କୋକସରା ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିବା ସହ ଅଭିଭାଷଣ ପ୍ରଦାନ କରିଥିଲେ । 
ଚାଷୀମାନଙ୍କ ତଥା, ଶ୍ରମିକ, ବେକାରୀ ଯୁବକ ଯୁବତୀ, ଗାଁ ମାନଙ୍କରେ ପାନୀୟ ଜଳ ଯୋଗାଣ, ରାସ୍ତା ଘାଟ , ଅନ୍ତୋଦୟ ଗୃହ , ପ୍ରଧାନମନ୍ତ୍ରୀ ଆବାସ ଗୃହ ଭଲି 
ଯେଉଁ ସବୁ ଛୋଟ ବଡ ସମସ୍ୟା ରହିଛି ଆଗାମୀ ଦିନରେ ତାହା ନିଶ୍ଚିତ ଭାବରେ ସଫଳ ହେବ । ଗ୍ରାମାଞ୍ଚଳର ବିକାଶ ପାଇଁ ସରପଞ୍ଚ ସମିତି ବ୍ଳକ ଅଧ୍ୟକ୍ଷ ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ତଥା  ପ୍ରଶାସନିକ ଅଧିକାରୀ ମାନଙ୍କ
ପକ୍ଷରୁ ମତ ତଥା ସଜେସନ ସଠିକ ଭାବରେ ଆସେ ତାହେଲେ ଗ୍ରାମାଞ୍ଚଳର ବିକାଶ ନିଶ୍ଚିତ ଭାବରେ
ବହୁ ଆଗକୁ ବଢିପାରିବ ବୋଲି ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକ ଅବିଭାଷଣ ରଖିଥିଲେ ।
 ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ, କର୍ମଚାରୀ, ସରପଞ୍ଚ, ସମିତି ସଭ୍ୟ ସଭ୍ୟା, ଏମବିକେ, ସିଆରପି, ଏସଏଚଜି ମହିଳା, ବୁଦ୍ଧିଜୀବୀ, ଜନସାଧାରଣ ହଜାର ହଜାର ସଂଖ୍ୟାରେ ଉପସ୍ଥିତି ରହିଥିଲେ। କାର୍ଯ୍ୟ କ୍ରମ ପୁର୍ବରୁ ପ୍ରଥମେ ଧର୍ମଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଧାୟକ ସୁଧିର ରଞ୍ଜନ ପାଟ୍ଟଯୋଶୀ ମହୋଦୟ ଙ୍କ ନେତୃତ୍ବରେ ଆମପାଣି ଠାରେ ବିଜେପି ପକ୍ଷରୁ ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକ ଙ୍କୁ ଶହ ବିଜେପି ନେତା ଓ କର୍ମୀଙ୍କ ସମାଗମରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା ।ଆରାଧ୍ୟା ଦେବ ପ୍ରଭୁ ବୁଢ଼ାରଜା ଙ୍କ ଦର୍ଶନ କରି ମନ୍ତ୍ରୀ କୋକସରା ଅଭିମୁଖେ ବାହାରି ଥିବା ବେଳେ । ଶହ ଶହ ବିଜେପି କର୍ମୀ ବାଇକ ରେଲିରେ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା । ଆମପାଣି ଓ କୋକସରା ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ କଡାକଡି କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like