-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସାଇବର ଠକେଇ ରୁ ସୁରକ୍ଷା ପାଇଁ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ସଚେତନତା ଶିବିର*

16-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ବ୍ଲକ ମିସନ୍ ଶକ୍ତି ଭବନ ସୋନପୁର ଠାରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ସୋନପୁର  ଙ୍କ ଅଧ୍ୟକ୍ଷତାରେ ସାଇବର ଠକେଇ ରୁ ସୁରକ୍ଷା ନିମନ୍ତେ ବ୍ଲକ ସ୍ତରୀୟ ସଚେତନତା ବା ପ୍ରଶିକ୍ଷଣ  କର୍ମଶାଳl ଅନୁଷ୍ଠିତ ହୋଇଥିଲା  l ଏହି  କର୍ମଶାଳାରେ ସୋନପୁର ବିଡ଼ିଓ ପ୍ରତିକ କୁମାର କର  ମୁଖ୍ୟ ଅତିଥି ଓ ବାସନ୍ତୀ ଭୋଇ  ପ୍ରୋଟେକ୍ସନ ଅଫିସର ସମ୍ମାନିତ ଅତିଥି ଭାବରେ  ଯୋଗ ଦେଇଥିଲେ ।କର୍ମଶାଳାରେ ସୋନପୁର ଡିଏସପି  ରେଣୁକା ସୁନା , ସଞ୍ଜୀବ ଅଗ୍ରୱାଲ, କମ୍ପ୍ୟୁଟର ସାଇନ୍ସ ଏଚ୍ଚ ଓ ଡି ସଞ୍ଜୀବ  ଅଗ୍ରଓ୍ବାଲ ,  ଓ  ଆଇନଜୀବୀ ମନୋଜ ବିଶି,  ସନ୍ଧ୍ୟା ରାଣୀ ମିଶ୍ର ତାଲିମ୍ ଶିବିରରେ ଅଂଶ ଗ୍ରହଣ କରିଥିଲେ   l କର୍ମଶାଳାରେ  ଡିଏସପି  ସୁନା ଏବଂ  ଶ୍ରୀ ଅଗ୍ରୱାଲ ଉପସ୍ଥିତ ଏସ ଏଚ୍ ଜି ଗ୍ରୁପ୍, ଆଙ୍ଗନ୍ ୱାଡି କର୍ମୀ, କିଶୋରୀ ବାଳିକାମାନଙ୍କୁ ପି ପି ଟି ଓ ଭିଡ଼ିଓ ମାଧ୍ୟମରେ ଶିକ୍ଷାଦାନ କରିଥିଲେ   l ଅନଲାଇନ  ଠକେଇ କିପରି ହୋଇ ଥlଏ ଓ କିପରି
ଆମେ  ଏହି ଠକlମି ରୁ  ସୁରକ୍ଷା ପାଇବା ସେହି ବିଷୟ ରେ କହିଥିଲେ   l  ଏହା ସହିତ favcebook, instagram, bank networking,  Whats  Aap , ବିଭିନ୍ନ ଆପର୍ ବ୍ୟବହାର ବିଷୟ ରେ ତାଲିମ୍ ଦେଇ ଥିଲେ   l   ଆଇନ ରେ ଥିବା ଧାରl  ଏବଂ  ଦଣ୍ଡ ବିଧାନ  ବିଷୟ ରେ କହିଥିଲେ  l ବ୍ଲକ ଉନ୍ନୟନ ଅଧିକାରୀ ନାରୀ ମାନଙ୍କର ସମସ୍ତ ପ୍ରକାର ସୁରକ୍ଷା ଉପରେ ଆଲୋଚନା କରିଥିଲେ l  ଏହି ତାଲିମ୍ ଶିବିର କୁ ସମନ୍ଵିତ ଶିଶୁ ବିକାଶ ଅଧିକାରୀ ସାଗରିକା  ସ୍ଵାଇଁ ପରିଚାଳନା କରିବା ସହିତ ତାଲିମ୍ ରେ ଉପସ୍ଥିତ ବିଭିନ୍ନ ଗ୍ରାମ ରୁ ଆସିଥିବା ଅଙ୍ଗନୱାଡି କର୍ମୀ, କିଶୋରୀ ବାଳିକା, ଏସଏଚଜି  ଏବଂ ଉପସ୍ଥିତ ସମସ୍ତ  କର୍ମକର୍ତ୍ତା  ଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ କରିଥିଲେ   l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like