-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀରରେ ବାର୍ଷିକ କ୍ରୀଡା ଉତ୍ସବର ଉଦଯାପନୀ ଉତ୍ସବ

16-Dec-2025



ମଙ୍ଗଳବାର ଦିନ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀର ରେ ବାର୍ଷିକ କ୍ରୀଡା ଉତ୍ସବର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଛି।ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ସଭାପତିତ୍ବ କରିଥିଲେ।ଡ.ପ୍ରେମଚାନ୍ଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କବି ଅଚ୍ୟୁତ ପୁରୋହିତ ମୁଖ୍ୟ ବକ୍ତା ରୂପେ ଏଵଂ ବଲାଙ୍ଗୀର ବି ଇଓ ନୀଳମଣି ପଟେଲ, ଓ ସଇଁତଳା ବି ଇ ଓ ଦିଲୀପ ଯୋଶୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଉତ୍ସବ ରେ ମୋଟ୍ ୧୨ ଟି ପ୍ରତିଯଗିତା ବରିଷ୍ଠ ଓ କନିଷ୍ଠ ବିଭାଗ ପାଇଁ କରାଯାଇଥିଲା।ବରିଷ୍ଠ ବିଭାଗରେ ଅର୍ଚ୍ଚିତା ମହାନ୍ତି ଓ କନିଷ୍ଠ ବିଭାଗ ରେ ରିଶିକା ଷଣ୍ଢ ଚାମ୍ପିଅନ୍   ହୋଇଥିଲେ।ବିଭିନ୍ନ ପ୍ରତିୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇ ଥିଲା। ପିଲାମାନଙ୍କ ର ଶୈଖିକ ଓ ଅନଶୈଖିକ ସର୍ବାଙ୍ଗୀନ ଉନ୍ନତି ପାଇଁ ଉତ୍ସାହମୂଳକ ଭାବେ ପ୍ରତ୍ୟେକ ଶ୍ରେଣୀରୁ ଜଣେ ଲେଖାଏଁ ଛାତ୍ରୀ ଙ୍କୁ ଶ୍ରେଷ୍ଠ ଛାତ୍ରୀ ଭାବେ ପୁରସ୍କାର ଦିଆଗଲା।ଦଶମ କ ରୁ ଛାତ୍ରୀ  ରୋଶନୀ ଭେଶ୍ରା  ଓ ଦଶମ ଖ ରୁ ଛାତ୍ରୀ shubhashri ନାୟକ  କୁ ଗତ SA-1  ପରୀକ୍ଷା ରେ ୯୦% ରୁ ଅଧିକ ମାର୍କ ରଖିଥିବା ଯୋଗୁ ପୁରସ୍କୃତ କରାଗଲା।ବିବରଣୀ ପଠନ କରିଥିଲେ କ୍ରୀଡା ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ।ସଭା କାର୍ଯ ସଂଯୋଜନା କରିଥିଲେ ଶ୍ରୀମତୀ ଅରୁନ୍ଧତୀ ବଢେଇ।ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ଏହି ସଭା ରେ ପୂର୍ଣ ସହଯୋଗ କରିଥିଲେ।ବିଦ୍ୟାଳୟର ହିନ୍ଦୀ ଶିକ୍ଷକ  କୃଷ୍ଣ ଚନ୍ଦ୍ର ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like