-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭଣ୍ଡାରୀଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ପାଳିତ.

16-Dec-2025



(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ବାବୁରାମ ସାହୁଙ୍କ ମାର୍ଗଦର୍ଶନ ତଥା କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ ପରେଶ କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ବାର୍ଷିକ କ୍ରୀଡା ପ୍ରଥମ ଦିବସ ତା ୧୫/୧୨/୨୦୨୫ ରେ ଓ ବାର୍ଷିକ ଉତ୍ସବ ତା ୧୬/୧୨/୨୦୨୫ ରେ ସ୍ଥାନୀୟ ଶୁଭେଛୁ, ଅଭିଭାବକ, ଅଭିଭାବିକା,ଅତିଥି,ଅଧିକାରୀଙ୍କ ଉପସ୍ଥିତିରେ ମହାସମାରୋହରେ ପାଳିତ ହୋଇଯାଇଅଛି। ବିଦ୍ୟାଳୟର ଶ୍ରେଣୀ ଶିଶୁ ବାଟିକା ଠାରୁ ଆରମ୍ଭ କରି ଶ୍ରେଣୀ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ସଫଳତାର ସହ ଅଂଶ ଗ୍ରହଣ କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଅଷ୍ଟମ ଶ୍ରେଣୀର ଛାତ୍ର  ଶ୍ରୀ ବାସୁଦେବ ଗଣ୍ଡଙ୍କୁ ଚମ୍ପିୟନ ଭବେ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥି ଭାବେ ଉମରକୋଟ ବ୍ଲକ, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଦେବେନ୍ଦ୍ର ବାଗ, ବାମନଦେଇଭଟ୍ଟା କ୍ଲଷ୍ଟର ସଂଯୋଜକ ଶ୍ରୀ ସନ୍ତୋଷ ସାହୁ, ଭଣ୍ଡାରୀଗୁଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀ ଉର୍ଦ୍ଧବ ନାୟକ, ଅଖିଳ ଭାରତୀୟ ଶୈକ୍ଷିକ ମହାସଂଘର ରାଜ୍ୟ ମେଡ଼ିଆ ପ୍ରମୁଖ ଶ୍ରୀ ଅଞ୍ଜନ କୁମାର ଜେନା ଉତ୍ସବରେ ଯୋଗଦେଇ ଶୁଭେଚ୍ଛା ବାର୍ତ୍ତା ରଖିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like