-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ*

16-Dec-2025



- ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ମହିଳା ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଗାନ୍ଧୀ ପଡିଆ ଠାରେ ଉଦଯାପିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଯୋଗ ଦେଇ କୃତୀ ପ୍ରତିଯୋଗୀ  ଙ୍କୁ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରି ଥିଲେ l ଓ ଜିତ ହାର ପ୍ରତି ଗୁରୁତ୍ଵ ନ ଦେଇ ଖେଳୁଆଡ ମନୋଭାବ ନେଇ ଆଗକୁ ବଢି ବାକୁ ପରାମର୍ଶ ଦେଇଥିଲେ l ଆଜି ର ଖେଳ ପ୍ରତିଯୋଗିତା ରେ ପାଞ୍ଚ ଗୋଟି ଇଭେଣ୍ଟ ରେ ମ୍ୟୁଜିକ ଚେୟାର, ସ୍କିପିଂ, ରିଲେ ରେସ, ଟଗ ଅଫ ୱାର, ଓ ବିଶେଷ ଆକର୍ଷଣ କୱାଡି ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା l ଏହି ଦୁଇ ଦିନିଆ କ୍ରିଡ଼ା ପ୍ରତିଯୋଗିତା ରେ ଚାରି ଗୋଟି ଇଭେଣ୍ଟ ରେ ଭାଗ ନେଇ ଦୁଇଟି ରେ ପ୍ରଥମ ଓ ଦୁଇଟି ରେ ଦ୍ୱିତୀୟ ସ୍ଥାନ ଅଧିକାର କରି ପ୍ରଥମ ବର୍ଷ ର କଳା ଛାତ୍ରୀ କୌଶଲ୍ୟା ବଘାର ଚମ୍ପିୟାନ ବିଜେତା ହୋଈ ଅତିଥି ଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି l

ସେହିପରି ଗତ କାଲି ଏହି କ୍ରୀଡ଼ା ପ୍ରତିଯୋଗିତା କୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷା ଶ୍ରୀମତୀ ପ୍ରୀତି ମୟୀ ମିଶ୍ର ଉଦ୍ଘାଟନ କରିଥିଲେ l ଓ ଶିକ୍ଷା ସହିତ କ୍ରୀଡ଼ା ର ପୁରା ଜରୁରୀ ଅଟେ ବୋଲି କହିଥିଲେ l କାରଣ କ୍ରୀଡ଼ା ଦ୍ବାରା ହିଁ ଶରୀର ସୁସ୍ଥ ରହେ ଓ ମନ ପ୍ରଫୁଲ୍ଲ ରହେ ବୋଲି କହିଥିଲେ l ଗତ କାଲି ୯ (ନଅ ) ଗୋଟି ଇଭେଣ୍ଟ ରେ ଖେଳ ପ୍ରତିଯୋଗିତା ପରିଚାଳନା କରା ଯାଇଥିବା ବେଳେ ଖେଳ ଶିକ୍ଷକ  ବିଜୟ କୁମାର ଦାଶ ଙ୍କ ତତ୍ୱା ବଧାନ ରେ ସମସ୍ତ ଖେଳ ଅନୁଷ୍ଟିତ ହୋଇଥିଲା l ଉଦଯାପନୀ ଉତ୍ସବ ରେ ଇଂରାଜୀ ଅଧ୍ୟାପକ ମଧୁ ସୁଦନ ପୁଝାରୀ ସଭା ପରିଚାଳନା କରିଥିଲେ l ଏବଂ ସମସ୍ତ କାର୍ଯ୍ଯ କ୍ରମ ରେ ବିଦ୍ୟାଳୟ ର ଅଧ୍ୟାପକ ଅଧ୍ୟାପିକା ,  କର୍ମଚାରୀ ସହଯୋଗ ଓ ଇନ୍ଫିନିଟି ଏକାଡେମୀ ର କର୍ମ କର୍ତ୍ତା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like