-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନିର୍ବାଚନ ସଂସ୍କାର ସମ୍ବନ୍ଧୀୟ ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

16-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଭାରତୀୟ ଜନତା ପାର୍ଟି ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ନିର୍ବାଚନ ସଂସ୍କାର(SIR)ସମ୍ବନ୍ଧୀୟ ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ସଭାପତି ବେଣୁଧର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ଜିଲ୍ଲା ସଭାପତି ତଥା ବରିଷ୍ଠ ନେତା ପ୍ରମୋଦ କୁମାର ମହାପାତ୍ର, କାର୍ଯ୍ୟକାରିଣୀ ସଦସ୍ୟା ତଥା ପୂର୍ବତନ ଜିଲ୍ଲପରିଷଦ ଅଧ୍ୟକ୍ଷ ଉଷା କୁମାରି, ବରିଷ୍ଠ ନେତା ଶରତ କୁମାର ଶତପଥୀ, ବରିଷ୍ଠ ନେତା ରାଧାକାନ୍ତ ମହାକୁର, ପୂର୍ବତନ ବିଧାୟକ ପ୍ରାର୍ଥୀ ଅଶୋକ ପୂଜାରୀ ପ୍ରମୁଖ ମଞ୍ଚାସିନ ଥିଲେ। ନିର୍ବାଚନ ସଂସ୍କାର ବା ସାର୍ ନିର୍ବାଚନ ପ୍ରକ୍ରିୟାର ଏକ ଗୁରୁତ୍ବପୂର୍ଣ୍ଣ ପ୍ରକ୍ରିୟା। ଏହା ନୂଆଁ ନୁହଁ। ଏହା ନିର୍ବାଚନ ପୂର୍ବରୁ ଏକ ନିରନ୍ତର ପ୍ରକ୍ରିୟା ବୋଲି ଆଲୋଚନାରେ ମତ ପ୍ରକାଶ ପାଇଥିଲା। ପରେ ଏକ ପ୍ରଶ୍ନୋତ୍ତର ମାଧ୍ୟମରେ ଶ୍ରୋତା ଏବଂ ଆଲୋଚକ ମାନଙ୍କ ମଧ୍ୟରେ ମତ ବିନିମୟ ହୋଇଥିଲା। ପ୍ରାରମ୍ଭରେ ଭାରତମାତାଙ୍କ ଠାରେ ପ୍ରଦୀପ ପ୍ରଜ୍ଜ୍ୱଳନ ଏବଂ ବନ୍ଦେମାତରମ୍ ସଙ୍ଗୀତ ଗାନ ପରେ ଆରମ୍ଭ କରାଯାଇଥିବା କାର୍ଯ୍ୟକ୍ରମ ଶେଷରେ ଜାତୀୟ ସଙ୍ଗୀତ ଗାନ ସହ ସମାପ୍ତ କରାଯାଇଥିଲା। ନବ ନିଯୁକ୍ତ ଜିଲ୍ଲା ପଦାଧିକାରୀ ଏବଂ ଜିଲ୍ଲା ମୋର୍ଚ୍ଚା ସଭାପତି ମାନଙ୍କୁ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଶେଷରେ ପୂର୍ବତନ ଜିଲ୍ଲା ସଭାପତି ଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଉପ ସଭାପତି ସୁପ୍ରଭା ଶେଠ୍, ଉସତ କର, ଶରତ ମିଶ୍ର, ରୂପଧର ପଧାନ, ସୁଦେଶ୍ନା ନେଗି, ସାଧାରଣ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବିଶି, ସୁଶାନ୍ତ ସାହୁ, ସମ୍ପାଦକ ବିଜୟ ହୋତା, ଓବିସି ମୋର୍ଚ୍ଚା ସଭାପତି ତପନ ଯୁଆଡ଼ି, କୃଷକ ମୋର୍ଚ୍ଚା ସଭାପତି ଅଶୋକ ପୃଷ୍ଟି, ଯୁବ ମୋର୍ଚ୍ଚା ସଭାପତି ସନ୍ତୋଷ ପଧାନ, ଏସସି ମୋର୍ଚ୍ଚା ସଭାପତି ସୁମନ୍ତ ଜଗଦଲା, ଏସ ଟି ମୋର୍ଚ୍ଚା ସଭାପତି ବୈଶାଖୁ ମିର୍ଦ୍ଧା, ପୂର୍ବତନ ଜିଲ୍ଲା ସମ୍ପାଦକ ରାମ ଶଙ୍କର ଭୋଇ ପ୍ରମୁଖ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like