-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାର କାଲିମେଳା ଅଞ୍ଚଳରେ ବଢୁଛି ଶୀତ ଖସୁଛି ପାରଦ, ୧୪ ଡିଗ୍ରୀ ତଳକୁ ଖସିଲା ପାରଦ

17-Dec-2025



କାଲିମେଳା:(ସନ୍ତୋଷ କୁମାର ପଣ୍ଡା):ଶୀତରେ ଥରୁଛି ସମଗ୍ର ମାଲକାନଗିରି ଜିଲ୍ଲା ସହ କାଲିମେଳା ଅଞ୍ଚଳ। ଶୀତ ପ୍ରକୋପ ରୁ ରକ୍ଷା ପାଇଁ କାଠ ବାଉଁଶ ନିଆଁ ଜାଳି ବସୁଛନ୍ତି ଗାଁ ଗହଳି ଓ ସହରର ଲୋକେ। ପାରଦ ୧୪ଡିଗ୍ରୀ ତଳକୁ ଖସିଛି । ଗତ ତିନିଦିନ ଦିନ ହେଲା ସମଗ୍ର ମାଲକାନଗିରି ଜିଲ୍ଲାରେ ଶୀତ ସହିତ କୁହୁଡି ଦେଖାଦେଇଥିବା ବେଳେ ଭୋରରୁ ମାଲକାନଗିରି ଜିଲ୍ଲା ର ବିଭିନ୍ନ ଗାଁ ଗୁଡିକ ପ୍ରାୟ ଶୂନଶାନ ଦେଖାଯାଉଛି । ବାହାରେ ଭୀଷଣ ଥଣ୍ଡା ଯୋଗୁଁ ହାତ ଗୋଡ ଗୁଡିକ କାଲୁଆ ମାରି ଦେଉଥିବାରୁ ଗ୍ରାମବାସୀମନେ ନିଆଁ ଜାଳି ରହୁଥିବା ଦେଖିବା ପାଇଁ ମିଳୁଛି ଓ ଛୋଟ ଛୋଟ ପିଲାମାନେ କାଠ ଗଣ୍ଠିରେ ନିଆଁ ଲଗାଇ ତାର ଚାରି ପଟେ ଘେରି ନିଆଁ ଲଗେଇ ବସିଥିବା ଦେଖିବା ମିଳିଛି । ସାଧାରଣତ ମାଲକାନଗିରି ଜିଲ୍ଲାରେ ଏହି ସମୟରେ ୩୦ରୁ ୩୨ ଡିଗ୍ରୀ ତାପମାତ୍ରା ରହିଥାଏ କିନ୍ତୁ ଜିଲ୍ଲାବାସୀ ବା ଅଞ୍ଚଳବାସୀ ଦିନବେଳା କେବେ ବି ସାଲ କିମ୍ବା ଜ୍ୟାକେଟ ପିନ୍ଧି ନଥାନ୍ତି । ଆଜି ଭୋରୁ ତାପମାତ୍ରା ୧୪ ଡିଗ୍ରୀକୁ ଖସି ଆସିଥିବାରୁ ଜିଲ୍ଲାରେ ବହୁତ ଥଣ୍ଡା ଅନୁଭୂତ ହେଉଛି। ଜିଲ୍ଲାବାସୀ ଦିନତମାମ ଜ୍ୟାକେଟ ପିନ୍ଧି ସାଲ ଘୋଡେଇ ହୋଇ ନିଜ ନିଜ କାମ କରୁଥିବାର ଦେଖିବାକୁ ମିଳୁଛି । ଦୋକାନ୍ ବଜାର ଗୁଡିକ ଶୀତ ଯୋଗୁ ଦିନ ୮ଟା ପରେ ଖୋଲୁଥିବା ବେଳେ ଚଳିତ ବର୍ଷ ଜିଲ୍ଲାରେ ଶୀତ ଆରମ୍ଭ ହୋଇ ଯାଇଥିଲେ ବି ଗରିବ ଆଦିବାସୀ ଲୋକ ମାନଙ୍କର ଶୀତବସ୍ତ୍ର ନଥିବାରୁ ଶୀତ ଦାଉରୁ ରକ୍ଷାପାଇବା ପାଇଁ ସେମାନେ ଘର ଆଗରେ ବଡ ବଡ କାଠଗଣ୍ଡି ଜାଳି ନିଆଁ ଚାରି ପାଖରେ ବସି ନିଜଦେହକୁ ସେକି ହେଉଥିବାର ଦେଖାଯାଉଛି ।ଏମିତି କି ରାତ୍ରରେ ସେହି ନିଆଁ ଚତୁଃପାର୍ଶ୍ଵରେ ପରିବାର ସହ ଶୋଇ ଯାଇଥାନ୍ତି । ଗରିବ ଲୋକଙ୍କ କମ୍ବଳ ପାଲଟିଛି କାଠ ନିଆଁ, ଜିଲ୍ଲା ପ୍ରଶାସନ ପକ୍ଷରୁ ଗରିବ ଲୋକମାନଙ୍କୁ ଚିନ୍ନଟକରି ଶୀତବସ୍ତ୍ର ପ୍ରଦାନ କରାଯାଇଥିଲେ ଭଲ ହୋଇଥାନ୍ତା । ଗରିବ ଆଦିବାସୀ ମହିଳା ଓ ପିଲା ମାନେ ଘର ଆଗରେ କାଠଗଣ୍ଡି ଜାଳି ତାର ଚାରିପାଖରେ ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ବସି ନିଆଁ ରେ ସେକିହେଉଥିବାର ଦେଖିବାକୁ ମିଳୁଛି ।ଉତ୍ତପ୍ତ ସହର ଭାବେ ପରିଚିତ ମାଲକାନଗିରି ଜିଲ୍ଲା ସହ କାଲିମେଳା ଅଞ୍ଚଳରେ ଗତ କିଛି ଦିନହେଲା ଶୀତର ଲହରୀ ଦେଖା ଦେଇଥିବାରୁ ବିଭିନ୍ନ ସ୍ଥାନରେ ବ୍ୟବସାୟୀ ମାନେ ଶୀତବସ୍ତ୍ର ବିକ୍ରୀର ପସରା ମେଲି ଦେଇଛନ୍ତି ।ବିଶେଷ କରି ସୁଦୂର ଉତରପ୍ରଦେଶ, ରାଇପୁର ରୁ ଟ୍ରକ ବୋଝେଇ ଶୀତବସ୍ତ୍ର ଧରି ବ୍ୟବସାୟୀ ମାନେ ମାଲକାନଗିରିରେ ଭଳିକି ଭଳି ଜ୍ୟାକେଟ, ସାଲ, କମ୍ବଳ, ସୁଇଟର, ମଫଲର, ଟୋପି ଆଦି ଶୀତବସ୍ତ୍ର ବିକ୍ରୀଆରମ୍ଭ କରିଦେଇଛନ୍ତି I ଗ୍ରାହକ ମାନେ ନିଜ ନିଜ ମନ ପସନ୍ଦର ଶୀତବସ୍ତ୍ର କିଣିବା ପାଇଁ ଭିଡଜମାଇ ଦେଇଥିବାର ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like