-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପରମ୍ପରା ବିକାଶ ଯାତ୍ରା ଜରିଆରେ ସଂଗଠନ ତରଫରୁ ଛାତ୍ର,ଛାତ୍ରୀମାନଙ୍କୁ ସାର୍ଟିଫିକେଟ ପ୍ରଦାନ

17-Dec-2025



କୋକସରା(ତ୍ରିନାଥ ବେଶ୍ରା )
ଆତ୍ମଶକ୍ତି ଟ୍ରଷ୍ଟ୍ ପକ୍ଷରୁ ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା ଓ ଓଡ଼ିଶା ଶ୍ରମଜୀବୀ ମଞ୍ଚ ତରଫରୁ ନଭେମ୍ବର୧୫  ୨୦୨୫ ବିର୍ସା ମୁଣ୍ଡା ଜୟନ୍ତୀ ପରିପେକ୍ଷିରେ ଜିଲ୍ଲା ସ୍ତରୀୟ ନାଗରିକ ବିକାଶ ସଙ୍ଗଠନ ଦ୍ବାରା କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି ପରମ୍ପରା ବିକାଶ ଯାତ୍ରା", ଯାହାକି ଆଦିବାସୀ ସମ୍ପ୍ରଦାୟର
ସମୁଦାୟକୁ ଶୁଣିବା ଏବଂ ଶିଖିବା ନେଇ ଏକ ସ୍ଵତନ୍ତ୍ର ପ୍ରସଙ୍ଗ ରହିଛି।  ଏହି କାଯ୍ୟକ୍ରମ ରେ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୀତ ଗାଇବା, ଚିତ୍ରାଙ୍କନ କରିବା, ଆଦିବାସୀ ସକୃତି ନେଇ ରଚନା ଲେଥିବା ଆଦିବାସୀ ସମ୍ପ୍ରଦାୟରେ ରହିଥିବା ଲୁକାୟିତ ଜ୍ଞାନକୌଶଳ ଗୁଡିକୁ ସଂଗ୍ରହ ଏବଂ ପରିପ୍ରକାଶ କରିବା ପାଇଁ ପ୍ରସ୍ତୁତି ଜାରି ରହିଛି।
ରାଜ୍ୟର ଆଦିମ ଅଧିବାସୀମାନଙ୍କର ଜଙ୍ଗଲ, ଭୂମି, ଖାଦ୍ୟ, ସ୍ୱାସ୍ଥ୍ୟ, ସଂସ୍କୃତି ଏବଂ ଜୀବିକା ସମ୍ବନ୍ଧରେ ଥିବା ଜ୍ଞାନ ଏବଂ ପ୍ରୟୋଗକୁ ଜାଣିବା ଓ ଏହାର ଏକ ପ୍ରାମାଣିକ ପ୍ରସ୍ତୁତି ସହିତ ବର୍ତ୍ତମାନ ପିଢିର ଜୀବନଶୈଳୀ ସହ ସଂଯୋଗ କରିବା ହେଉଛି ଏହି ଯାତ୍ରା ମୂଳ ଲକ୍ଷ
"ଆସ ଆମେ ଶୁଣିବା" ଅଭିଯାନ l
ଗାଁ ରେ ବୈଠକ, ଜଙ୍ଗଲ ଚାଲ, ପାରମ୍ପରିକ କ୍ରୀଡ଼ା ଓ କସରତକୁ ପୁନର୍ଜୀବିତ କରିବା,ବିକଶିତ ଭାରତ ୨୦୪୭ ର ସ୍ୱପ୍ନକୁ ସାକାର କରିବା ପାଇଁ,ପାରମ୍ପରିକ ସଙ୍ଗୀତ- ପାରମ୍ପରିକ ଚିକିତ୍ସା ପ୍ରଣାଳୀକୁ ନେଇ ଏକ ପ୍ରାମାଣିକ ପ୍ରସ୍ତୁତ କରିବା ଏବଂ ସର୍ବଶେଷରେ, ଯୁବଗୋଷ୍ଠୀ, ମହିଳା ଓ ବୟସ୍କ ବ୍ୟକ୍ତିବିଶେଷଙ୍କୁ ଏହି ପାରମ୍ପରିକ ଜ୍ଞାନର ରକ୍ଷକ ଭାବେ ସାମିଲ କରି ଏହି ଯାତ୍ରାକୁ ସମ୍ପୂର୍ଣ ରୂପେ ଆଦିବାସୀ ସମୁଦାୟ ଦ୍ବାରା ପରିଚାଳିତ କରାଇବାର ଯୋଜନା ରହିଛି। ଏଥିପାଇଁ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବେହେରା ଲକିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରିନ୍ସପାଲ ଶ୍ରୀଯୁକ୍ତ ନିର୍ମଳ ନାୟକ ଙ୍କ ଅଧକ୍ଷ୍ୟତା ରେ ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗିତା ଭାଗ ନେଇଥିଲେ, ଭାଗ ନେଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ନାଗରିକ ବିକାଶ ସଂଗଠନ ତରଫରୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମକୁ ସ୍ଥାନୀୟ ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ ଜନସାଥୀ ତ୍ରିନାଥ ବେଶ୍ରା, ମୁକ୍ତା ଠାକୁର, ଉର୍ମି ଲିଡର  ବୀଣାପାଣି ସୁନାନୀ,ପ୍ରେମଶିଳା ପାଣିଗ୍ରାହୀ ତଥା ଛାତ୍ର, ଛାତ୍ରୀ,ମାନେ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମ କୁ ସାହାଯ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like