-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

୨୫ରୁ ସର୍ବଭାରତୀୟ ନାଟକ ସମାରୋହ ‘ମଠଖାଇ ମହୋତ୍ସବ’

17-Dec-2025



ବଲାଙ୍ଗିର(ପ୍ରେରଣାଖବର): ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ଭୂମିଳା ଓ ମଠଖାଇ ମହୋତ୍ସବ କମିଟିର ମିଳିତ ଆନୁକୂଲ୍ୟରେ ଡିସେମ୍ବର ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ମଠଖାଇ ମହୋତ୍ସବ ହେବାକୁ ଯାଉଛି। ସ୍ଥାନୀୟ କୋସଲ କଳାମଣ୍ଡଳରେ ଦୀର୍ଘ ୫ଦିନଧରି ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ଆଜି ସ୍ଥାନୀୟ ସଂସ୍କୃତି ମଣ୍ଡପଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ଓ ସାଧାରଣ ପରିଷଦ ବୈଠକରେ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଭୂମିକାର ସଭାପତି ବୀରେନ୍ଦ୍ର ବନଛୋରଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକରେ ମହୋତ୍ସବ କମିଟି ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ଭୂମିକା ଉପଦେଷ୍ଟା ପ୍ରଫେସର ମଧୁସୂଦନ ପତି, ଉପଦେଷ୍ଟା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସମ୍ପାଦକ ଜିତେନ୍ଦ୍ରିୟ ତ୍ରିପାଠୀ ମଂଚାସୀନ ଥିଲେ। ପୂର୍ବବର୍ଷଗୁଡ଼ିକ ଭଳି ଏଥର ମଧ୍ୟ ଏହି ସମାରୋହକୁ ରାଜ୍ୟ ତଥା ରାଜ୍ୟ ବାହାରର ନାଟ୍ୟ ଦଳଗୁଡିକ ଆସିବେ । ଚଳିତବର୍ଷ ମୋଟ ୨ଟି କୋସଲୀ, ୨ଟି ହିନ୍ଦୀ ଏବଂ ଗୋଟିଏ ଓଡିଆ ନାଟକ ପରିବେଷଣ ହେବ । 

ଡିସେମ୍ବର ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ମଠଖାଇ ମହୋତ୍ସବ

ପାଞ୍ଚ ଦିନ ଧରି ହେବାକୁ ଥିବା ନାଟକ ଗୁଡିକ ମଧ୍ୟରେ ଓଡ଼ିଆ ନାଟକ ମାଗୁଣିର ଶଗଡ଼, କୋସଲୀ ନାଟକ କାଉଁର ଓ ଦାମୁର, ହିନ୍ଦୀ ନାଟକ ସାତଘରିଆ ଓ ଭୂମି ରହିଛି।
ଏହି ଅବସରରେ ନାଟ୍ୟକର୍ମୀ ସନାତନ ଠାକୁର, ସନ୍ତରଣରେ ଜାତୀୟ ପଦକ ବିଜେତା ସ୍ୱରୂପ ପଟେଲ, ସାମାଜିକକର୍ମୀ ଡାକ୍ତର ଶଙ୍କର ରାମଚନ୍ଦାନୀ, ପରିବେଶ ସଂଗଠନ ଶାଗୁଆ ବଲାଙ୍ଗୀର, ବୈଜ୍ଞାନିକ ଡା ବିଜୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଚିତ୍ତରଞ୍ଜନ ଦାଶ ସୂଚନା ଦେଇଥିଲେ। ଶେଷରେ କମିଟି ଅଧ୍ୟକ୍ଷ ଶ୍ରୀ ମିଶ୍ର ମହୋତ୍ସବର ସଫଳତା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like