-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଧାୟକ କଳିକେଶଙ୍କ ବିଭିନ୍ନ ଉନ୍ନୟନପ୍ରକଲ୍ପ ପରିଦର୍ଶନ ଓ ଶିଳାନ୍ୟାସ

17-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜ  ଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ ତାଙ୍କ ବଲାଙ୍ଗୀର ବିଧାନସଭା କ୍ଷେତ୍ରର ସଦରବ୍ଲକ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଲ୍ପର ପରିଦର୍ଶନ ସହ ଶୀଳାନ୍ୟାସ କରିଛନ୍ତି । ବିଧାୟକ ଶ୍ରୀ ସିଂଦେଓ ପ୍ରଥମେ ଏନଏଚ-୨୬ରୁ ଭାନପୁର ଗାଁର ଆଶ୍ରମ ପର୍ଯ୍ୟନ୍ତ ଗ୍ରାମ୍ୟଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତାକାମର ପରିଦର୍ଶନ କରିଥିଲେ । ଜାତୀୟ ରାଜପଥ-୨୬ରୁ ଆରମ୍ଭ ହୋଇ ୧.୨୮୦ କିମିକୁ ଗ୍ରାମ୍ୟଉନ୍ନୟନ ବିଭାଗ ୧କୋଟି ୧୦ଲକ୍ଷ ଟଙ୍କାରେ ନିର୍ମାଣ କରାଉଛି । ଏପର୍ଯ୍ୟନ୍ତ ମେଟାଲିଙ୍ଗ କାମ ସରିଥିବା ବେଳେ ଆଶ୍ରମ ପଟୁ କଂକ୍ରୀଟରାସ୍ତା ନିର୍ମାଣ ଚାଲିଛି । ତେବେ ଅଟକଳ ଅନୁଯାୟୀ ସଠିକ ଢଙ୍ଗରେ କାମ କରିବାକୁ ବିଧାୟକ କଳିକେଶ ଗ୍ରାମ୍ୟଉନ୍ନୟନ ବିଭାଗର ଏସଡିଓ ଓ କନିଷ୍ଠଯନ୍ତ୍ରୀଙ୍କୁ ନିର୍ଦ୍ଦେଶ କରିଥିଲେ । ସେହିପରି ବିଧାୟକ ସଦରବ୍ଲକର ଚିକଲବାହାଲରୁ କୁଡାସିଂହାକୁ ନିର୍ମାଣ ହେବାକୁଥିବା ୫କିମି ରାସ୍ତାର ଶୀଳାନ୍ୟାସ ମଧ୍ୟ କରିଥିଲେ । ପ୍ରାୟ ୬ କୋଟି ଟଙ୍କାରେ ନିର୍ମାଣ ହେବାକୁ ଥିବା ଏହି ରାସ୍ତା ପାଇଁ ବହୁବର୍ଷ ହେଲା ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଆସୁ ଥିଲେ । ବିଧାୟକଙ୍କ ଉଦ୍ୟମରେ ଗ୍ରାମ୍ୟଉନ୍ନୟନ ବିଭାଗ ଏହାକୁ ଟେଣ୍ଡର କରାଇଛି । ଏହି ରାସ୍ତା ନିର୍ମାଣ ହେଲେ ଚିକଲବାହାଲ,ସାହାଜବାହାଲ,ଶିବତଳା,କୁଡାସିଂହା ଇତ୍ୟାଦି ପଞ୍ଚାୟତର ଲୋକମାନେ ଉପକୃତ ହେବେ । ଠିକ ସେହିପରି ବଲାଙ୍ଗୀର ପୌରପାଳିକାର ରାଜେନ୍ଦ୍ରବିଶ୍ୱବିଦ୍ୟାଳୟଠାରୁ ଗନ୍ଧରେଲ ଗାଁ ପର୍ଯ୍ୟନ୍ତ ଚାଲିଥିବା ଗ୍ରାମ୍ୟଉନ୍ନୟନ ବିଭାଗର ରାସ୍ତାକାମକୁ ମଧ୍ୟ ବିଧାୟକ ପରିଦର୍ଶନ କରିଥିଲେ । ସେଠାରେ ସ୍ଥାନୀୟ ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ କରିବାକୁ ପ୍ରତିଶୃତି ଦେଇଥିଲେ । ବିଧାୟକଙ୍କ ଏହି ଶୀଳାନ୍ୟାସ ଓ ପରିଦର୍ଶନ ସମୟରେ ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ସଦର ବ୍ଲକଅଧ୍ୟକ୍ଷା ସରିତା ବାଗ,ପୂର୍ବତନ ବ୍ଲକଅଧ୍ୟକ୍ଷ ଗୋଲାପ ବାଗ,ବିଜେଡି ବ୍ଲକସଭାପତି ଟୁନା ସ୍ୱାଇଁ,ଯୁବନେତା ପ୍ରଦ୍ୟୁମ୍ନ ହୋତା,ଆଇଟିସେଲର ବିଭୁତିଭୂଷଣ ମିଶ୍ର,ଗ୍ରାମ୍ୟଉନ୍ନୟନ ବିଭାଗର ଏସଡିଓ ଇଂ.ଅଶୋକ ମହାପାତ୍ର,କନିଷ୍ଠଯନ୍ତ୍ରୀ ଇଂ.ଅଞ୍ଜନକୁମାର ନାଏକ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like