-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

"*ବିପର୍ଯ୍ୟୟ ବିପଦର ସମ୍ଭାବନାକୁ ରୋକିବା ପ୍ରକ୍ରିୟାରେ ଲିଙ୍ଗଗତ ସମତା ଓ ସମାବେଶନ କୁ ମୁଖ୍ୟଧାରାରେ ସମ୍ମିଳିତ କରିବା" ଉପରେ କର୍ମଶାଳା*-

17-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ସୁବର୍ଣ୍ଣପୁର  ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ  ବିପର୍ଯ୍ୟୟ ଯୋଖମ୍ ବା ବିପଦର ସମ୍ଭାବନାକୁ କମାଇବା ପ୍ରକ୍ରିୟାରେ ଲିଙ୍ଗଗତ ସମତା ଓ ଅନ୍ତର୍ଭୁକ୍ତ ବା ସମାବେଶନ କୁ ମୁଖ୍ୟଧାରାରେ ସମ୍ମିଳିତ କରିବା" ବିଷୟରେ ଜିଲ୍ଲା ସ୍ତରୀୟ କର୍ମଶାଳା ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା। ଏହି କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ବି ଏମ୍ ପୁର ଉପ-ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ଉଷାରାଣୀ ଦାଶ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ସ୍ଵାସ୍ଥ୍ୟ ବିଭାଗର ଅନ୍ୟ ଅଧିକାରୀବୃନ୍ଦ, ଡେପୁଟି କଲେକ୍ଟର, ଜିଲ୍ଲା ଜରୁରୀ ଶାଖା, ଶ୍ରୀ ବିଶିକେଶନ୍ ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, , ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ, ସଂଯୁକ୍ତା ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଙ୍କ ପ୍ରତିନିଧି, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ଙ୍କ ପ୍ରତିନିଧି, ଜିଲ୍ଲା ଅଗ୍ନିଶମ ଅଧିକାରୀ, ,ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ଜିଲ୍ଲାର ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ବୃନ୍ଦ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା, ଉଲୁଣ୍ଡା ଓ ତରଭା ବ୍ଲକ ଓ  ତାଙ୍କର ପ୍ରତିନିଧି ବୃନ୍ଦ, ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦଙ୍କ ସହିତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀ ଉପସ୍ଥିତ ଥିଲେ। ଏହି କର୍ମଶାଳାରେ ତାଲିମ ପ୍ରଦାନ କରିବା ପାଇଁ ରାଜ୍ୟ ସ୍ତରରୁ ଲିଙ୍ଗଗତ ସମତା ବିଶେଷଜ୍ଞ ( Gender Specialist) ଶ୍ରୀ ଆରଣ୍ୟକ ମିଶ୍ର ଉପସ୍ଥିତ ସମସ୍ତ ଅଂଶଗ୍ରହଣ କାରୀଙ୍କୁ ବିଶଦ ଭାବରେ ତାଲିମ ପ୍ରଦାନ କରିଥିଲେ। ଶ୍ରୀ ବିଶ୍ଵନାଥ ନାୟକ, ଜିଲ୍ଲା ପ୍ରକଳ୍ପ ଅଧିକାରୀ, ଜିଲ୍ଲା ଜରୁରୀ ଶାଖା କାର୍ଯ୍ୟାଳୟ ଓ ଅନ୍ୟ କର୍ମଚାରୀମାନେ  ଏହି କର୍ମଶାଳା ଆୟୋଜନରେ ସହଯୋଗ କରିଥିଲେ। ଏହି କର୍ମଶାଳା ପରେ ତିନୋଟି ବ୍ଲକ ସ୍ତରରେ ଓ ଛଅ ଗୋଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଜିଲ୍ଲା ପ୍ରକଳ୍ପ ଅଧିକାରୀ, ସୁବର୍ଣ୍ଣପୁର, ଜରୁରୀ ଶାଖା ଅବଗତ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like