-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଛାତ୍ର ମୃତ୍ୟୁ ଘଟଣାରେ ଜଣେ ନିଲମ୍ବିତ :ପ୍ରାରମ୍ଭିକ ତଦନ୍ତ ଆରମ୍ଭ

18-Dec-2025



ତରଭାରୁ କପିଳାସ ସେଠଙ୍କ ରିପୋର୍ଟ

 ତରଭା ବ୍ଲକ ଚାରଭଟ୍ଟା ସ୍ଥିତ ଏସଏସ ଡି ବିଦ୍ୟାଳୟର ଯୁକ୍ତ ଦୁଇ ବିଜ୍ଞାନ ଦ୍ଵିତୀୟ ବର୍ଷ ଛାତ୍ର ଆର୍ଯ୍ୟନ ସୁନାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ  ଆଶ୍ରମ ବିଦ୍ୟାଳୟର  ହଷ୍ଟେଲ ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଅରବିନ୍ଦ ମହାକୁରଙ୍କୁ ସୁବର୍ଣ୍ଣପୁର ଜିଲାପାଳ ନିଲମ୍ବିତ କରିଥିବାର ଜଣା ଯାଇଛି । 

ସୂଚନା ଅନୁସାରେ,ମଙ୍ଗଳବାର ଦିନ ନିବାସରେ ରହୁଥ‌ିବା ଛାତ୍ର ଆର୍ଯ୍ୟାନଙ୍କୁ ଅଚେତ ଅବସ୍ଥାରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଚାରଭଟା ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ଏନେଇ ଛାତ୍ରଙ୍କ ବାପାଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଫୋନ୍ ଯୋଗେ ଆସିବା ପାଇଁ କହିଥିଲେ । କିଛି ସମୟ ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥ‌ିବା ବେଳେ ପୁଣି ଛାତ୍ରମୃତ୍ଯୁ କଥା ତାଙ୍କ ବାପାଙ୍କୁ ଜଣାଇଥିଲେ ।  ଡାକ୍ତରଖାନାରେ ଛାତ୍ରଙ୍କ ବାପା ପହଞ୍ଚି ପୁଅର ମୃତଦେହ ଦେଖ‌ିବା ସହିତ ବିଦ୍ୟାଳୟରେ ଅନ୍ୟ ଛାତ୍ରଙ୍କଆଲୋଚନା କରିଥିଲେ  ।  କୌଣସି କାରଣରୁ ଛାତ୍ରମାନଙ୍କ ମଧ୍ୟରେ  ବଚସା ହୋଇ ମାରପିଟ ହୋଇଥିଲା ବୋଲି ତାଙ୍କ ବାପା ଅଭିଯୋଗ କରିଥିଲେ । ଏହାର ବିଧୂବଦ୍ଧ ତଦନ୍ତ ପାଇଁ ମୃତ ଛାତ୍ର ରବାପା  ଦାବି କରିଛନ୍ତି ।ଅନ୍ୟ ପକ୍ଷରେ  ଘଟଣା ସ୍ଥଳରେ ସୁବର୍ଣ୍ଣପୁର ଜିଲାପାଳ ଡ଼ ନୁରପ ରାଜ ସାହୁ ପହଞ୍ଚି ପରି ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହିତ ଉଚିତ୍ ତଦନ୍ତ ହେବ ବୋଲି ଆଶ୍ୱାସନା ଦେଇଥିଲେ । ଆଜି ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ବାଳକ ହଷ୍ଟେଲର  ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଅରବିନ୍ଦ ମହାକୁର କାର୍ଯ୍ୟରେ ଅବହେଳା ପାଇଁ ଜିଲା ମାଜିଷ୍ଟ୍ରେଟ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୦୮୮/୧୭/୧୨/୨୫ଅନୁସାରେ ନିଲମ୍ବିତ କରାଯାଇଛି । ଏହି ଘଟଣାକୁ ଗୁରୁତର ନେଇ ତଦନ୍ତ, ଓ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । ବୁଧୁବାର ଅତିରିକ୍ତ ଜିଲାପାଳଅଞ୍ଜଲିନା ପଧାନ ଙ୍କ ନେତୃତ୍ବରେ ଏକ ତିନି ଜଣିଆ କମିଟି ରେ ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦେବୀ ପ୍ରସାଦ ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂହ ରହିଛନ୍ତି I ଘଟଣାକୁ ଗୁରୁତ୍ୱ ଦେଇ ସୋନପୁର ଏସ ଡ଼ି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ତରଭା ଆଇ ଆଇ ସି ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ,ଛାତ୍ରବାସ ର ଅଧିକ୍ଷକ, ଅଣ ଶିକ୍ଷା କର୍ମଚାରି ଙ୍କ ସହ ଆଲୋଚନା କରୁଥିବା ସୂଚନା ରହିଛି  । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like