-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୧୯ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡା 

18-Dec-2025



ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାଠାରେ ଉଣେଇଶତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ପୂର୍ବତନ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଉତ୍ସବର ଲକ୍ଷ୍ୟ ତଥା ବିବରଣୀ ପାଠ କରିଥିଲେ | ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ମିର୍ଦ୍ଧାପାଲିର ପ୍ରଧାନ ଶିକ୍ଷକ ସରୋଜ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷା ଓ କ୍ରୀଡା ପ୍ରତ୍ୟେକ ଛାତ୍ର ଛାତ୍ରୀଙ୍କ ଅଭିବୃଦ୍ଧି ପାଇଁ ଆବଶ୍ୟକ ବୋଲି ବକ୍ତବ୍ୟ ରଖିଥିଲେ | ଗ୍ରାମର ବରିଷ୍ଠ ନାଗରିକ ମିତ୍ରଭାନୁ ପଧାନ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇ ଅନ୍ତର୍ନିହିତ ଗୁଣର ବିକାଶ, ପରିବେଶକୁ ସ୍ଵଚ୍ଚ ରଖିଵା ଉପରେ ଛାତ୍ର ଛାତ୍ରୀମାନଙ୍କୁ ଦିଗଦର୍ଶନ ଦେଇଥିଲେ | ବିଦ୍ୟାଳୟର

ପରିଚାଳନା ପରିଷଦର ସଭାପତି ନିର୍ମତ ରଣା ପାଠ ପଢ଼ା ସହ ଖେଳିବା, ପୁଇଁତଲା ବ୍ଲକର ଉପାଧକ୍ଷ୍ୟା ନୀରିମା ଅମାତ ଯୋଗ ଦେଇ ଛତ୍ରଛାତ୍ରୀ ମାନେ ଶୃଙ୍ଖଳା ଓ ସମୟାନୁବର୍ତ୍ତୀ ହେବା ଉପରେ ଗୁରୁତ୍ୱ ଦେଇଥିଲେ l ପୂର୍ବତନ ପ୍ରଧାନ ଶିକ୍ଷକ ରାଧେଶ୍ୟାମ ଗୁରୁ ବାପା ମାଆ ମାନଙ୍କର ଉପଦେଶ ମାନିବାକୁ କହିଥିଲେ l ପ୍ରଧାନ ଶିକ୍ଷକ ଶ୍ରୀ ବଡ଼ପଣ୍ଡା ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ରହିବା ସହ ସ୍ୱାସ୍ଥ୍ୟକୁ ଠିକ ରଖିବା ପାଇଁ ପରାମର୍ଶ ଦେଇଥିଲେ l ବିଦ୍ୟାଳୟର ଶିକ୍ଷକ ନୀଳାମ୍ବର ନନ୍ଦ,

ଶିକ୍ଷୟିତ୍ରୀ ଶ୍ରୀମlସୂତା ମଲ୍ଲିକ, ଚତୁର୍ଥ ଶ୍ରେଣୀ କର୍ମଚାରୀ ହରିବୋଲ ପଧାନ , ଗଜିନ୍ଦ୍ର ନାଇକ, ଗଜିନ୍ଦ୍ର ସୁନା ସଭା କାର୍ଯ୍ୟରେ ସହଯୋଗ କରିଥିଲେ | ବାଳକ ଓ ବାଳିକା ବର୍ଗରେ ଆଠଟି ଲେଖାଏଁ ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା  l ଅତିଥି ବୃନ୍ଦ ବିଜୟୀ ହୋଇଥିବା ପ୍ରତିଯୋଗୀମାନଙ୍କୁ ମେଡାଲ ସହ ପ୍ରମାଣପତ୍ର ଦେଇ ଉତ୍ସାହିତ କରିଥିଲେ | ବାଳିକା ବିଭାଗରେ ସୁଷମା ପଧାନ ଓ ବାଳକ ବିଭାଗରେ ଓମ ପ୍ରକାଶ ନାଇକ ବିଜୟୀ ହୋଇ ଚମ୍ପିୟାନସ ଟ୍ରଫି ଅତିଥିମାନଙ୍କଠାରୁ ଗ୍ରହଣ କରିଥିଲେ | ସମାଜସେଵୀ ଅଜିତ କୁମାର ଗୁରୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଓ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷୟିତ୍ରୀ ଅପର୍ଣ୍ଣା ପଟେଲ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like