-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଫୁଲବାଣୀ ପୋଲିସ ହାଇସ୍କୁଲର ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

02-Feb-2021



କନ୍ଧମାଳ,.(ସୁଶିଲ  କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ମାଦିକୁନ୍ଦା ରିଜର୍ଭ ପୋଲିସ ପଡିଆଠାରେ ଥିବା ପୋଲିସ ହାଇସ୍କୁଲର ସହକାରୀ ଶିକ୍ଷକ ବିହାରୀ ରଞ୍ଜନ ପଟ୍ଟନାୟକଙ୍କ ଚାକିରିରୁ ଅବସରପରେ ତାଙ୍କୁ ଆନୁଷ୍ଠାନିକ ଭାବରେ ବିଦ୍ୟାଳୟ ପକ୍ଷରୁ ଅବସର କାଳିନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ବିଦ୍ୟାଳୟରେ ଆଜି ଏହି ସଂକ୍ରାନ୍ତରେ ଆଜି ଏକ ବିଦାୟ କାଳୀନ ସଭାର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିପିନ ବିହାରୀ ବେହେରା ଯୋଗ ଦେଇ ଶିକ୍ଷକ ମାନେ ସେମାନଙ୍କ କାର୍ଯ୍ୟକାଳ ଭିତରେ ଅଗଣିତ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ସହିତ ସଂସ୍କାର ଏବଂ ସମାଜରେ ଚଳିବା ଭଳି ବିଭିନ୍ନ ପଦ୍ଧତି ବିଷୟରେ ଶିକ୍ଷା ଦେଇ ଥାଆନ୍ତି । ସେଥିରୁ କିଛି ଛାତ୍ର ଛାତ୍ରୀ ତାଙ୍କ ଶିକ୍ଷା ଓ ଆଦର୍ଶକୁ ପାଥେୟ କରି ସେମାନଙ୍କର ଜୀବନକୁ ଗଠି ତୋଳିବା ସହିତ ଶିକ୍ଷକଙ୍କ ମନରେ ଏକ ଛାପ ଛାଡି ଯାଇଥାଆନ୍ତି । ଏହା ହିଁ ଶିକ୍ଷକଙ୍କର ପ୍ରକୃତ ପ୍ରାପ୍ୟ ହୋଇଥାଏ ବୋଲି କହିଥିଲେ । ଅବସରପ୍ରାପ୍ତ ଶିକ୍ଷକ ବିହାରୀ ରଞ୍ଜନ ପଟ୍ଟନାୟକ ତାଙ୍କ କାର୍ଯ୍ୟକାଳର କିଛି ଅନୁଭୁତିକୁ ସମସ୍ତଙ୍କ ଆଗରେ ବ୍ୟକ୍ତ କରିବା ସହିତ ତାଙ୍କର ଏହି ବିଦ୍ୟାଳରେ କାର୍ଯ୍ୟକାଳର ସ୍ମୃତି ଆଜୀବନ ମନେ ରହିବ ବୋଲି କହିଥିଲେ । । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବୀ ପ୍ରସାଦ ଶତପଥି ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଅବସରପ୍ରପ୍ତ ଶିକ୍ଷକ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପ ଗୁଛ ଏବଂ ଉତରୀୟ ଦେଇ ସମ୍ମାନୀତ କରିବା ସହିତ ତାଙ୍କୁ ମାନପତ୍ର ପ୍ରଦାନ କରିଥିଲେ । ତାଙ୍କ ଅବସରପରେ ବିଦ୍ୟାଳୟରେ ସୃଷ୍ଟି ହୋଇଥିବା ଶୁନ୍ୟ ସ୍ଥାନକୁ ପୁରଣ କରିବାକୁ ପ୍ରଧାନ ଶିକ୍ଷକ ମୁଖ୍ୟ ଅତିଥିଙ୍କ ଜରିଆରେ କନ୍ଧମାଳ ଆରକ୍ଷୀ ଅଧିକ୍ଷକ ତଥା ବିଦ୍ୟାଳୟର ପରିଚାଳନା କମିଟି ଅଧ୍ୟକ୍ଷ ଭିନିତ ଅଗ୍ରୱାଲଙ୍କୁ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ସମେତ ଶିକ୍ଷକ ଶିୟୀତ୍ରୀମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like