-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିନିକା ଆଦର୍ଶ ବିଦ୍ୟାଳୟରେ ତାରାପୁର ଉତ୍ସବ ପାଳିତ

18-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଆଦର୍ଶ ବିଦ୍ୟାଳୟରେ ଚତୁର୍ଥ ତାରାପୁର ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି।ଅଧ୍ୟକ୍ଷ ବିମଳ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ସୋନପୁର ବିଧାୟକ ନିରଞ୍ଜନ ପୁଝାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚିରସ୍ରୋତା ମହାନଦୀ କୂଳରେ ଅବସ୍ଥିତ ଏହି ଆଦର୍ଶ ବିଦ୍ୟାଳୟର ପରିବେଶ ଅତ୍ୟନ୍ତ ମନୋହର ସହ ଏହାର ଶିକ୍ଷାଦାନ ଉତ୍ତମ ଧରଣର ବୋଲି କହିଥିଲେ।ଯାହାକି ପ୍ରଥମ ବର୍ଷ ମେଟ୍ରିକ ପରୀକ୍ଷାରେ ବେଷ୍ଟ ଟେନ ରିୟାଙ୍କ ଛାତ୍ରଛାତ୍ରୀ ମାନେ ୯୦ପ୍ରତିଶତ ରୁ ଅଧିକ ନମ୍ବର ରଖି ବିଦ୍ୟାଳୟର ଗୌରବ ବଢାଇ ଥିବାରୁ ଖୁସି ପ୍ରକଟ କରିଥିଲେ ।ମୁଖ୍ୟ ବକ୍ତା ଭାବେ ଡ଼ ପ୍ରମୋଦ କୁମାର ପଣ୍ଡା ଯୋଗଦେଇ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଉତ୍ସାହିତ କରିବା ସହିତ ଆଗାମୀ ଦିନରେ ବିଦ୍ୟାଳୟକୁ ଯେପରି ଉତ୍କର୍ଷ ଭାବେ ଗଡା ଯାଇ ପାରିବ ସେ ଦିଗରେ କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ।ସମ୍ମାନୀତ ଅତିଥି ଭାବେ ବିନିକା ନଗରପାଲ ସୁବାସ ଭୋଇ,ଅବସରପ୍ରାପ୍ତ ଶିକ୍ଷକ ଲମ୍ବୋଦର ତ୍ରିପାଠୀ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ,ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ମଞ୍ଚାସିନ ଥିଲେ ।ଏହି ଅବସରରେ ବିଦ୍ୟାଳୟ ତରଫରୁ ଆୟୋଜିତ ବିଭିନା ପ୍ରତିଯୋଗିତାରେ ଭାଗ ନେଇ କୃତକାର୍ଯ୍ୟ ହୋଇଥିବା ୧୪୦ଜଣ ଛାତ୍ରଛାତ୍ରୀ ଏବଂ ମେଟ୍ରିକ ପରୀକ୍ଷାରେ ବେଷ୍ଟ ଟେନ ୧୦ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା।ଉତ୍ସବ ପ୍ରାରମ୍ଭରେ ଶିକ୍ଷକ ଅର୍ଜ୍ଜୁନ ଝାଙ୍କରଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ ପରେ ଶିକ୍ଷକ ଅଭିଷେକ ନାଏକ ଅତିଥି ପରିଚୟ,ଶିକ୍ଷକ ପରିତୋଷ କୁମାର ବାର୍ଷିକ ବିବରଣୀ ପଠନ ଓ ଶେଷରେ ଶିକ୍ଷକ ଶୁଭମ ଶୁକ୍ଳା ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।ଯାହାକି ଶତାଧିକ ଅଭିଭାବକ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like