-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପି ଏମ ଶ୍ରୀ ଉତ୍ସବର ପ୍ରଥମ ଦିବସରେ ଜିଲ୍ଲାପାଳ ମୁଖ୍ୟ ଅତିଥି

18-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ଜିଲ୍ଲାର ବୋଡ଼େନ ବ୍ଲକ ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲରେ ଆୟୋଜିତ ପି ଏମ ଶ୍ରୀ ଉତ୍ସବର ପ୍ରଥମ ଦିବସରେ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ରୂପେ ଅଳଙ୍କୃତ ଥିବାବେଳେ ପ୍ରାକ୍ତନ ଅଧ୍ୟକ୍ଷ ଡି ଏ ଭି କଲେଜ ଟିଟିଲାଗଡ ମୁଖ୍ୟ ବକ୍ତା ଭାବରେ ,ସମ୍ମାନିତ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ରାମଲାଲ ପଣ୍ଡା,ବି ଡି ଓ ସୁଶାନ୍ତ କୁମାର ରଣା ଓ ଶ୍ରୀ ଜଗନ୍ନାଥ +୨ କଲେଜ ଅଧ୍ୟକ୍ଷ ଦେବରାଜ ମାଝୀ ମଞ୍ଚାଷିନ ଥିଲେ।ଶିକ୍ଷକ ସୁଶାନ୍ତ ବାଗ ସ୍ବାଗତ ସମ୍ଭାଷଣ ରଖିଥିବାବେଳେ ମୁଖ୍ୟ ବକ୍ତା ଏବଂ ମୁଖ୍ୟ ଅତିଥି ଛାତ୍ର ଛାତ୍ରୀଙ୍କୁ ଶିକ୍ଷା ଆଉ ଶିକ୍ଷାର ବ୍ୟବହାର, ଶୃଙ୍ଖଳା ଓ ଧୈର୍ଯ୍ୟର ପରିଣାମ,ପ୍ରତିଶ୍ରୁତି ଓ ପ୍ରତାରଣା ପଛର ପ୍ରେରଣା ଦିଗ ଉପରେ ମାର୍ଗ ଦର୍ଶନ,ସରଳ ଶାନ୍ତି ଶ୍ରଦ୍ଧା,ଅଧ୍ୟବସାୟ ଓ ନିଷ୍ଠା ବଳରେ ଆଗକୁ ବଢିବା ଭଳି ଅନେକ ଉଚିତ୍ ମାର୍ଗ ଉପରେ ମତବ୍ୟକ୍ତ କରି ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

ସମସ୍ତ ଅତିଥି ଛାତ୍ର ଛାତ୍ରୀଙ୍କ ଦ୍ଵାରା ଷ୍ଟଲ୍ ମାନଙ୍କରେ ପ୍ରଦର୍ଶନ କରିଥିବା ବିଭିନ୍ନ ବଜାର ସବୁ ବୁଲି ଦେଖିଥିଲେ ।ଉଦାହରଣ ସ୍ୱରୂପ ବ୍ୟାଙ୍କ୍ ବ୍ୟବସ୍ଥା,ବାଉଁଶ ତିଆରି ବିଭିନ୍ନ ଦୈନନ୍ଦିନ ବ୍ୟବହାର୍ଯ୍ୟ ଜିନିଷ  ଭଳି ଆଉ ଅନ୍ୟ ସବୁ ପରିଦର୍ଶନ କରିଥିଲେ ।ଜିଲ୍ଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବା ସହିତ ବିଦ୍ୟାଳୟକୁ ଦରକାର ପଡ଼ୁଥିବା ଆବଶ୍ୟକତା ଉପରେ ପ୍ରଧାନ ଶିକ୍ଷକଙ୍କୁ ପଚାରି ବୁଝିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like