-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବାର୍ଷିକ କ୍ରୀଡା ଉତ୍ସବ ୨୦୨୫ ଅନୁଷ୍ଠିତ 

18-Dec-2025



ସିନାପାଲି(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସିନାପାଲି ପି. ଏମ. ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ କ୍ରୀଡା ଉତ୍ସବ ୨୦୨୫ ଗୁରୁବାର ଉଦଯାପିତ ହୋଇଯାଇଛି। ଏହି କ୍ରୀଡା ଉତ୍ସବ ୨ଦିନ ଧରି ଉଚ୍ଚ ବିଦ୍ୟାଳୟ ସ୍ଥିତ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଦିବସରେ ଆୟୋଜିତ କ୍ରୀଡା ଉତ୍ସବ ରେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ପ୍ରିୟ ରଞ୍ଜନ ମେହେର ମୁଖ୍ୟଅତିଥି ଭାବେ ଯୋଗଦାନ କରି କ୍ରୀଡା ଉତ୍ସବ ଟିକୁ ଉଦଘାଟନ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ସଭାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମନୋ ରଞ୍ଜନ ମେହେର ସଭାପତିତ୍ବ କରିଥିବା ବେଳେ ସମ୍ମାନିତ ଅତିଥି ସଭାପତି ସାମ୍ୱାଦିକ ସଂଘ ଅଜିତ କୁମାର୍ ଯୋଶୀ ଓ ବରିଷ୍ଠ କ୍ରୀଡା ଶିକ୍ଷକ ଅରୁଣ ଗଡତିଆ ଯୋଗଦାନ କରିଥିଲେ। ସେହି ପରି ଦ୍ଵିତୀୟ ଦିବସରେ ଆୟୋଜିତ ସଭାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମନୋରଞ୍ଜନ ମେହେର ସଭାପତିତ୍ବ କରିଥିବା ବେଳେ ମୁଖ୍ୟଅତିଥି ଗୋଷ୍ଠି ଶିକ୍ଷା ଅଧିକାରୀ ଯତୀନ୍ଦ୍ର କୁମାର ସେଠ, ସମ୍ମାନିତ ଅତିଥି ପୂର୍ବତନ ଅତିରିକ୍ତ ମସ୍ୟ ଚାଷ ଅଧିକାରୀ ପ୍ରବୀଣ କୁମାର୍ ଯୋଶୀ, ପ୍ରାକ୍ତନ ଶିକ୍ଷକ ପ୍ରଜେଶ କୁମାର ପାଣିଗ୍ରାହୀ, ଶିକ୍ଷକ ଅନିଲ କୁମାର ସା , ଶିକ୍ଷକ ମହେଶ କୁମାର୍ ମେହେର ଯୋଗଦାନ କରିଥିଲେ। ଛାତ୍ର ଛାତ୍ରୀ ମାନେ ସ୍ଥାନୀୟ ମନ୍ଦିରରୁ ଏକ ଶୋଭା ଯାତ୍ରାରେ ମଶାଲ ପଡିଆକୁ ଆଣିଥିଲେ। ପଡିଆରେ ମଶାଲ ସ୍ଥାପନ ପୂର୍ବକ କ୍ରୀଡା ପତାକା ଉତ୍ତୋଳନ କରି କ୍ରୀଡା ର ଶୁଭାରମ୍ଭ କରାଯାଇଥିଲା। ଖେଳ ଶିକ୍ଷକ ଭାଷ୍କର କୁମାର ପାତ୍ର ଓ ଅରୁଣ ଗଡତିଆ ଖେଳକୁ ପରିଚାଳନା କରିଥିଲେ। ଏହି କ୍ରୀଡା ପ୍ରତିଯୋଗିତା ରେ ୩୦୦ଜଣ ଛାତ୍ରୀ ଓ ୨୨୦ଜଣ ଛାତ୍ର ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ଭାଷ୍କର ପାତ୍ର ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like