-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯାଜପୁର ଜାତୀୟ ସବୁଜ ବାହିନୀ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କର ଏକ ଦିବସିୟ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର

18-Dec-2025



ଯାଜପୁର(ବିଦ୍ୟାଧର ଦାସ): ଯାଜପୁର ବ୍ଲକ ଅନ୍ତର୍ଗତ ଉତ୍ତରଶ୍ୱର ଉଚ୍ଚ ବିଦ୍ୟାଳୟରେ ଜାତୀୟ ସବୁଜ ବାହିନୀ, ଜିଲ୍ଲା କାର୍ଯ୍ୟ କାରିଣୀ ମୂଲ୍ୟାୟନ କମିଟି ଆନୁକୂଲ୍ୟରେ  ଇକୋ କ୍ଲଵ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କର ଏକ ଦିବସିୟ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ମୁଖ୍ୟ ବକ୍ତା ସହ ଉଦ୍ୟାନ ନିର୍ଦ୍ଦେଶକ ରାଧେଶ୍ୟାମ ବେହେରlଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି l ସମ୍ମାନୀତ ଅତିଥି ସହ କୃଷି ନିର୍ଦ୍ଦେଶକ ରମାକାନ୍ତ ମହାପାତ୍ର, ମୁଖ୍ୟ ଅତିଥି, ପରିବେଶ ଶିକ୍ଷା କେନ୍ଦ୍ର, ଓଡିଶା ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟ କ୍ରମ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ ମୋହନ ଦାସ ପାକଶାଳ ବଗିଚା ତିଆରିର ଉପାଦେୟତl ଓ କିପରି ଏହାର ତିଆରି ଇକୋ କ୍ଲଵ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା କରାଯାଇପାରିବ ସେ ବିଷୟରେ ଆଲୋଚନା କରିଥିଲେ l ଆବାହକ ଡଃ ଶରତ କୁମାର ସାହୁ ପାକଶlଳା ବଗିଚା ନିର୍ମାଣ ସମ୍ପର୍କୀୟ ଦକ୍ଷତା ବୃଦ୍ଧି କାର୍ଯ୍ୟ କ୍ରମର ଉଦ୍ଦେଶ୍ୟ,ନିୟମାବଳୀ ଓ ଉପାଦେୟତା ସମ୍ବନ୍ଧରେ ପ୍ରୋଜେକଟର ମାଧ୍ୟମରେ ବର୍ଣନା କରିଥିଲେ l ଉକ୍ତ ଉଚ୍ଚ ବିଦ୍ୟାଳରେ ଏକ ପକଶାଳl ବଗିଚା ଅତିଥି ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା  ନିର୍ମାଣ କରାଯାଇଛି l ଏଥିରେ ବିଭିନ୍ନ ଶାଗ ଓ ପନିପରିବା ଚାରା ଲଗାଯାଇଥିଲା ଓ ମଞ୍ଜି ବୁଣା ଯାଇଥିଲା l ଏହା ସହିତ ସବୁ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଉଦ୍ୟାନ ପାଇଁ ବିଭିନ୍ନ ମଞ୍ଜି ଓ ଚାରା ବଣ୍ଟନ କରାଯାଇଥିଲା, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନନି ଗୋପାଳ ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ, ମୁଖ୍ୟ ପ୍ରଶିକ୍ଷକ ବିଷ୍ଣୁ ଚରଣ ସାହୁ ଧନ୍ୟ ବାଦ ଦେବା ସହିତ. ବିଜୟ ମୋହନ ରାୟ ପାକ ଉଦ୍ୟାନ ସମ୍ୱନ୍ଧରେ ବର୍ଣନା କରିଥିଲେ l ଇକୋ କ୍ଲଵ ଛାତ୍ରୀ ମାନେ ଉଦ୍ଘାଟନୀ ସଂଗୀତ ଗାନ କରିଥିଲେ l ପ୍ରତେକ ଶିକ୍ଷକଙ୍କୁ ଶେଷରେ ପ୍ରଶିକ୍ଷଣ ସମ୍ବନ୍ଧୀୟ ପ୍ରମାଣ ପତ୍ର ମୁଖ୍ୟ ଅତିଥି ପ୍ରଦାନ କରିଥିଲେ l ସାମ୍ମାନୀତ ଅତିଥି ଉଦ୍ୟାନ ସହ ନିରୀକ୍ଷକ ଶ୍ରୀଯୁକ୍ତ ହରମୋହନ ମହାପାତ୍ର ପାକ ଉଦ୍ୟାନ ନିର୍ମାଣ ଓ ଉପାଦେୟତା ସମ୍ବନ୍ଧରେ ଆଲୋକପlତ କରିଥିଲେ l ବିଦ୍ୟାଳୟର ଇକୋ କ୍ଲଵ ଶିକ୍ଷକ ସନ୍ତୋଷ କୁମାର ଦାସ ଓ ଅନ୍ୟ ଶିକ୍ଷକ ଓ କର୍ମଚାରୀ କାର୍ଯ୍ୟ କ୍ରମ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like