-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ଓୟୁଜେ ବଲାଙ୍ଗୀର ଜିଲ୍ଲା ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ପଲ୍ଲିଶ୍ରୀ କଲେଜ୍ ଅଧ୍ୟକ୍ଷ ଙ୍କ ତତ୍ବାବଧାନରେ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

19-Dec-2025



 ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଲ୍ଲିଶ୍ରୀ ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୋଦ କୁମାର ରଥ ଏବଂ ଓଡ଼ିଶା ୟୂନିଅନ ଅଫ୍ ଜର୍ଣ୍ଣାଲିଷ୍ଟ ବଲାଙ୍ଗୀର ଜିଲ୍ଲା ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଅନିଲ କୁମାର ତ୍ରିପାଠୀ ଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି ବୈଠକରେ ୦୫ କିମ୍ବା ୦୮ ଜାନୁୟାରୀ ୨୦୨୬ ଦିନ ବ୍ଲକ୍ ସ୍ତରୀୟ ରକ୍ତଦାନ ଶିବିର କରିବାପାଇଁ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଯାଇଛି। କିନ୍ତୁ ଏହି ଶିବିରରେ ଆସିବାକୁ ଥିବା ଅତିଥି ମାନଙ୍କ ସମୟ ଅନୁଯାଇ ଆଉ ଏକ ବୈଠକରେ ଚୁଡାନ୍ତ ନିଷ୍ପତ୍ତି ନିଆଯିବ। 
ଏହି ବୈଠକରେ ବଙ୍ଗୋମୁଣ୍ଡା ରେଞ୍ଜର ପଦ୍ମନାଭ କୁମ୍ଭାର, ସିନ୍ଧେକେଲା ପିଏମଶ୍ରୀ ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲୋକନାଥ ମେହେର, ଥାନା ଏଏସଆଇ ବିଶ୍ବମ୍ବର ବାଗ,  ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିପିଏମ ତପନ ବିହାରି ପଟ୍ଟନାୟକ , ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ବଣିକ ସଂଘ ସଭାପତି ସୁବାସ ଜୈନ, ଫରେଷ୍ଟର ସୁରେନ୍ଦ୍ର ମହାରଣା , ମାରୱାଡ଼ି ଯୁବା ମଞ୍ଚର ସଭାପତି ଅମିତ ଜୈନ, ସଦସ୍ୟ ବୁଲୁ ଜୈନ, ନବିନ ଜୈନ, ଗୋଲୁ ଜୈନ, ଅଗ୍ରୱାଲ ସଭା ର କେସିଅର ମନୋଜ ଜୈନ, ତୈଳିକ ସାହୁ ସମାଜର ସଭାପତି ଓମ୍ ପ୍ରକାଶ ସାହୁ , ସାହୁ ଯୁବକ ସଂଘର ସଭାପତି ଜୟକୃଷ୍ଣ ସାହୁ , ସମ୍ପାଦକ ସୁରଜ ସାହୁ , ଶ୍ରୀ ସତ୍ୟସାଇ ଭଜନ ମଣ୍ଡଳୀ ର ଆବାହକ ବିଦ୍ୟା ସାଗର ସାହୁ , ସକ୍ରୀୟ ସଦସ୍ୟ ମୁନା ସାହୁ, ସତସଙ୍ଗ ସିନ୍ଧେକେଲା ରୁ ତପନ ଚନ୍ଦା, ଅଶ୍ବିନୀ ବେହେରା, ବିଜେପି ସିନ୍ଧେକେଲା ମଣ୍ଡଲ କେସିଅର କାହ୍ନା ଜୈନ, ମାଁ ଦ୍ୱାରସେହ୍ନୀ ସେନାର ନୌରାଜ ରଣା, ଲମ୍ବୋଦର ସାହୁ , ବ୍ରାହ୍ମଣ ଯୁବକ ସଂଘ ରୁ ଉଦିତ ନାରାୟଣ ପଣ୍ଡା, ପଲ୍ଲି ପ୍ରଗତି ପାଠାଗାର ଝଲପ ର ସଭାପତି ଯୋଗେଶ ସାହୁ, ସ୍ବେଚ୍ଛାସେବୀ ନରେଶ ରଣା, ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ, ସୁଶାନ୍ତ ଥନାପତୀ ପ୍ରମୁଖ ଙ୍କ ସହ ବରିଷ୍ଠ ଅଧ୍ୟାପକ ସଞ୍ଜିବ କୁମାର ରଥ, ଅଧ୍ୟାପିକା ସୁଚରିତା ହୋତା, ଅଧ୍ୟାପକ ଗୋବର୍ଦ୍ଧନ ପ୍ରଧାନ, ଡକ୍ଟର ଜୟପ୍ରକାଶ ମିଶ୍ର, ସୁବାଷ ଚନ୍ଦ୍ର ଦାସ ଏବଂ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like