-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ସମଗ୍ର କନ୍ଧମାଳରେ ୭୭,୪୧୧ଜଣ ଶିଶୁ ପୋଲିଓ ବୁନ୍ଦା ନେଲେ

01-Feb-2021



କନ୍ଧମାଳ,(ସୁଶୀଲ  କୁମାର ପାଣିଗ୍ରାହୀ):ସମଗ୍ର  କନ୍ଧମାଳ ଜିଲାରେ ୭୭ହଜାର ୪ ଶହ ୧୧ ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ କରାଯାଇଛି। ରବିବାର ଅନୁଷ୍ଠିତ ଏହି ସ୍ୱତନ୍ତ୍ର ପୋଲିଓ ଟୀକା ଅଭିଯାନରେ ଜିଲାରେ ଲକ୍ଷ୍ୟ ତୁଳନାରେ ୯୦ ପ୍ରତିଶତ ଶିଶୁଙ୍କୁ ଟୀକା ଦିଆଯାଇଥିବା ଜିଲା ସ୍ୱାସ୍ଥ୍ୟ ବିଭାଗ ସୁତ୍ରରୁ ଜଣାପଡିଛି। ସୂଚନା ଅନୁଯାୟୀ ଚଳିତ ପଲସ ପୋଲିଓ ଅଭିଯାନରେ କନ୍ଧମାଳ ଜିଲାରେ ସମୂଦାୟ ୮୬ ହଜାର ୪୫ ଜଣ ଶିଶୁଙ୍କୁୁ ଟୀକା ଦେବା ପାଇଁ ଲକ୍ଷ୍ୟ ଧ୍ୟାର୍ଯ୍ୟ ହୋଇଥିଲା। ତେବେ ଏଥିମଧ୍ୟରୁ ୭୭ ହଜାର ୪ ଶହ ୧୧ ଜଣ ଶିଶୁ ଏହି ଟୀକା ଗ୍ରହଣ କରିଛନ୍ତି। ଗ୍ରାମାଂଚଳରେ ୭୨ ହଜାର ୭ ଶହ ୨୮ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଥିବା ବେଳେ ସହରାଂଚଳ ରେ ୪ ହଜାର ୬ ଶହ ୮୩ ଜଣ ଟିକା ନେଇଛନ୍ତି। ବାଲିଗୁଡା ଏନଏସିରେ ସର୍ବାଧିକ ୯୭.୮ ପ୍ରତିଶତ ଟୀକାକରଣ ହୋଇଛି। ସେହିଭଳି ତୁମୁଡିବନ୍ଧ ବ୍ଲକରେ ସର୍ବନିମ୍ନ ୮୩.୩ ପ୍ରତିଶତ ଶିଶୁ ଟୀକା ପାଇଛନ୍ତି। ଜିଲାର ୧୨ଟି ବ୍ଲକରେ ଟୀକାକରଣ ପାଇଁ ୩୫୪ଟି ବୁଥ ଖୋଲାଯାଇଥିଲା। ଟୀକାକରଣ ପାଇଁ ୨୩ଟି ଭ୍ରାମ୍ୟମାଣ ଦଳ ଓ ୩୪ଟି ଟ୍ରାନଜିଟ ଟିମ ଗଠିତ ହୋଇଥିଲା। ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଅଙ୍ଗନବାଡି କର୍ମୀ ଓ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ କର୍ମଚାରୀ ମାନେ ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତେବେ ସୋମବାର ଘରକୁ ଘର ବୁଲି ମଧ୍ୟ ପୋଲିଓ ବୁନ୍ଦା ଦିଆଯିବା ଆରମ୍ଭ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like