-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

*ଯୁକ୍ତ ଦୁଇ ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା; ସହକାରୀ ଅଧିକ୍ଷକ ନିଲମ୍ବିତ*

19-Dec-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ଚାରଭଟ୍ଟା ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ନିର୍ଦ୍ଦେଶ କ୍ରମେ ନିଲମ୍ବିତ ହେଲେ ଚାରଭଟ୍ଟା ଆଶ୍ରମ ଉଚ୍ଚ ମାଧ୍ୟ୍ୟମିକ ବିଦ୍ୟାଳୟର ସହକାରୀ ଅଧିକ୍ଷକ ଅରବିନ୍ଦ ମହାକୁର । ସୂଚନା ଯୋଗ୍ୟ ଯେ ଗତକାଲି ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ମୃତ ଛାତ୍ର ଜଣକ ହେଲେ ଡୁଙ୍ଗୁରିପାଲି ଥାନା ଚେରୁପାଲି ନିକଟସ୍ଥ ବଡ଼ନୁଆପାଲି ଗାଁର ବିଷ୍ଣୁ ସୁନାଙ୍କ ପୁଅ ଆର୍ଯ୍ୟନ ସୁନା (୧୭) ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ମଙ୍ଗଳବାର ଦିନ ପ୍ରାୟ ୧୧ ଟାବେଳେ ଆର୍ଯ୍ୟନ ବିଛଣାରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ସହପାଠୀମାନେ ତାଙ୍କର ଅଧ୍ଯକ୍ଷା ନିବେଦିତା ହୋତାଙ୍କୁ ଜଣାଇଥିଲେ । ଅଧ୍ୟକ୍ଷା ତୁରନ୍ତ ତାଙ୍କ ଘର ଲୋକଙ୍କୁ ଖବର ଦେଇ ସଙ୍ଗେ ସଙ୍ଗେ ଆର୍ଯ୍ୟନଙ୍କୁ ଚାରଭଟ୍ଟା ଡାକ୍ତରଖାନାକୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ତାଙ୍କ ଅଭିଭାବକ ସେଠାକୁ ପହଞ୍ଚିଥିଲେ । ଖବରପାଇ ସୋନପୁର ଏସ୍‌ଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ତହସିଲଦାର ଶ୍ୱେତାଲିନା ମାହାଣା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂହ ତରଭା ଥାନା ଆଇଆଇସି ଅନିତା କିଡୋ, ଏସ୍‌ଆଇ ରବୀନ୍ଦ୍ର ସାହୁ, କମସରା ଫାଣ୍ଡି ଅଧିକାରୀ ସଞ୍ଚିତ ସେଠୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଜିଲ୍ଲାପାଳ ଡ. ନୃପରାଜ ସାହୁ ମଧ୍ୟ ନିଜେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ । ସିଡିଏମ୍‌ଓ ଡା. ଉଷାରାଣୀ ଦାସଙ୍କ ଉପସ୍ଥିତିରେ ତରଭା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶବ ବ୍ୟବଚ୍ଛେଦ କରାଯାଇଥିଲା । ମୃତ ଆର୍ଯ୍ୟନଙ୍କ ବାପାଙ୍କ ଲିଖିତ ଏତଲା ଅନୁସାରେ ତରଭା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଥିବା ବେଳେ ସୋନପୁର ଏସପି ନାରାୟଣ ନାୟକ ପ୍ରତିକ୍ରିୟାରେ କହିଛନ୍ତି ଘଟଣାର ତଦନ୍ତ ଚାଲିଛି ଓ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like