-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଭୟରେ ଜୀବନ ବିତାଉଛନ୍ତ ୩୦ ରୁ ଉର୍ଦ୍ଧ୍ବ ଲୋକ, ବିଦ୍ୟୁତ ସାଜିଛି ମହିଳାଙ୍କୁ ଉଦ୍ୟୋଗୀ କରିବାରେ ବାଧା

19-Dec-2025



ରିପୋର୍ଟ:ମୋହନ ସୁନା 

କେବେ ବିଦ୍ୟୁତ ସଂଯୋଗ କରିବ ସରକାର 

​​ନୂଆପଡ଼, ସରକାର ଗ୍ରାମାଞ୍ଚଳ ଉନ୍ନତୀକରଣ ପାଇଁ କାହିଁକି କେତେ ଯୋଜନା କରୁଥିବା ଥିବା କଥା କହୁଥିବା ବେଳେ ଗ୍ରାମାଞ୍ଚଳ ବିକାଶ କଥା କେବଳ ବିଜ୍ଞାପନ ଦେଖା ଦେଉଛି ହେଳେ ବାସ୍ତବ ରେ ବିକାଶ ତୋ ବହୁ କଥା ନିର୍ବାଚନ ରେ ରାଜ୍ଯ ଡବଳ ଇଞ୍ଜିନ ସରକାର ଆସିଲେ ମାଗଣା ରେ ୩୦୦ ୟୁନିଟ ବିଦ୍ୟୁତ ମାଗଣା ଦେବୁ ବୋଲି ନେତା ନିର୍ବାଚନ ପ୍ରଚାର କରୁଥିବା ବେଳେ ତାହା ଦେବା ଦୂର କଥା ଆଜି ଲୋକେ ବିଦ୍ୟୁତ ସେବା ରୁ ବଞ୍ଚିତ ଥିବା ଚିତ୍ର ସାମ୍ମାକୁ ଆସିଛି ନୂଆପଡ଼ ଜିଲ୍ଲା ଉପାନ୍ତ ବୁଡେନ ବ୍ଲକ ର ରୋକାଲ ପଞ୍ଚାୟତ ର କମଲାମାଲ ଗାଁ ର ବନ୍ଧପଡା ରୁ। ପାହାଡ ତଳେ ଗରିବ ଶ୍ରେଣୀ ର ୮ ପରିବାର ଘର ନିର୍ମାଣ କରି ୩୦ ରୁ ଉର୍ଦ୍ଧ୍ବ ଜନ ସଂଖ୍ଯ ବସବାସ କରୁଥିବା ବେଳେ ଏମାନଙ୍କ ପାଇଁ ସରକାରୀ ଯୋଜନା ସାତସପନ ହୋଇ ପଡିଛି। ଅନେକ ଥର ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ ବାରମ୍ବାର ଜଣାଲେ ମଧ୍ଯ ଆଜିଯାଏ ସେମାନେ ବିଦ୍ୟୁତ ସେବାରୁ ବଞ୍ଚିତ ହୋଇ ରହିଛନ୍ତି। ଯାହାଫଳ ଜଙ୍ଗଳୀ ଜୀବଜନ୍ତୁ କରି ତାଙ୍କ ଜୀବନ ବିତାଉଥିବା ବେଳେ ଟର୍ଚ୍ଚ ଲାଇଟ ଏକମାତ୍ର ଭରଷା ଏବେ ତାଙ୍କ ପାଇଁ ହୋଇ ପଡିଛି। ସେପଟେ ରାଜ୍ଯ ସରକାର ମହିଳାଙ୍କୁ ଉଦ୍ୟୋଗୀ କରିବା ପାଇଁ ସହାୟତା ପ୍ରଦାନ କରୁଥିବା ବେଳେ ଏଠାରେ ସେହି ଯୋଜନା ମଧ୍ଯ ବାଟବଣା ହୋଇଛି। ଜଣେ ଏସ.ଏଚ.ଜି ମହିଳା ସରକାର ଙ୍କ ଠାରୁ ସହାୟତା ଆଣି  ଉଦ୍ୟୋଗୀ ହେବାର ସ୍ୱପ୍ନ ଦେଖିଥିବା ବେଳେ ଏହି ବନ୍ଧପଡା କୁ ବିଦ୍ୟୁତ ସଂଯୋଗ ହୋଇନଥିବା ରୁ ସେହି ଯୋଜନା ମଧ୍ଯ ସ୍ୱପ୍ନ ରେ ରହିଯାଇଛି। ତେଣୁ ରାଜ୍ଯ ସରକାର ନଜର ଦେଇ କମଲାମାଲ ଗାଁ ର ଏହି ବନ୍ଧପଡା କୁ ସ୍ବତନ୍ତ୍ର ବିଦ୍ୟୁତ ସଂଯୋଗ କରି ଏକ ନୂତନ ଟ୍ରାନ୍ସଫର୍ମର ଦେଳେ ଏଠିକାର ଲୋକେ ବିଦ୍ୟୁତ ସେବା ପାଇବା ସହ ଗରିବ ଶ୍ରେଣୀର ମହିଳା ମାନେ ଉଦ୍ୟୋଗୀ ହୋଇ ପାରିବେ ବୋଲି ସେମାନେ ପ୍ରକାଶ କରିଛନ୍ତି। ତେବେ ଏଠାର ଲୋକଙ୍କ ଉପରେ ସରକାର ନଜର କେବେ ପଡିବ ଦେଖିବାକୁ ରହିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like