-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ବିନିକା ପୂର୍ବତନ ଏବିଡ଼ିଓଙ୍କ ପତ୍ନୀଙ୍କ ବିୟୋଗ,ଅଞ୍ଚଳରେ ଶୋକର ଛାୟା

19-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ କାର୍ଯ୍ୟାଳୟରେ ଗତ ୨୦୧୨ମସିହାରୁ ୨୦୧୬ମଧ୍ୟରେ ଏବିଡ଼ିଓ ଭାବେ କାର୍ଯ୍ୟରତ ତଥା ଅବସରପ୍ରାପ୍ତ ଏବିଡ଼ିଓ ଘସିଆ ଆଚାର୍ଯ୍ୟଙ୍କ ପତ୍ନୀ ରତ୍ନପ୍ରଭା ଆଚାର୍ଯ୍ୟ(୬୨)ଙ୍କ ଗତକାଲି ଗୁରୁବାର ପ୍ରାତଃ ୬ଘଣ୍ଟା ସମୟରେ ପରଲୋକ ଘଟିଛି।ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସାରା ଅଞ୍ଚଳବାସୀଙ୍କ ଠାରେ ଶୋକର ଲହରୀ ଖେଳିଯାଇଛି।ସୂଚନା ଯୋଗ୍ୟ ଯେ ବରଗଡ଼ ଜିଲ୍ଲା ଜଡ଼ା ଗ୍ରାମ ବର୍ତ୍ତମାନ ସମ୍ବଲପୁର ଧନୁପାଲି ରେ ଅବସ୍ଥାପିତ ଅବସରପ୍ରାପ୍ତ ଏବିଡ଼ିଓ ଘସିଆଙ୍କ ଧର୍ମପତ୍ନୀ ସ୍ବର୍ଗତ ରତ୍ନପ୍ରଭା ଜଣେ ଧର୍ମ ପରାୟଣ, ସ୍ନେହବସ୍ୟଲା,ମିଷ୍ଟାଲାପୀ ମହିଳା ଭାବେ ବେଶ ପରିଚିତ ଥିଲେ।ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର ସୁଧାଂଶୁ ଆଚାର୍ଯ୍ୟ,ପୁତ୍ରବଧୁ ମଧୁଲିକା ଆଚାର୍ଯ୍ୟ,ତିନି ଝିଅ ବିଜୟଲକ୍ଷ୍ମୀ,ଜୟଲକ୍ଷ୍ମୀ,ଶୁଭଲକ୍ଷ୍ମୀ, ଜ୍ବାଇଁ ସ୍ୱରୂପ ପୁରୋହିତ,ଅଶ୍ଵିନୀ କୁମାର ଦାଶ,ଚିରଞ୍ଜିବୀ ପତି ଏବଂ ନାତିନାତୁଣୀ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ସମ୍ବଲପୁର ସ୍ଥିତ ରାଜଘାଟ ଶ୍ଵଶାନକୁ ନିଆଯାଇ ଅନ୍ତ୍ୟେଷ୍ଟିକ୍ରିୟା ସମ୍ପନ୍ନ କରାଯାଇଥିଲା।ଏକମାତ୍ର ପୁଅ ଶୁଧାଂଶୁ କୁମାର ଆଚାର୍ଯ୍ୟ ମୂଖାଗ୍ନି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like