-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ କେନ୍ଦୁପତ୍ର ସଂଘର ସଭାପତି ହେଲେ ସୁଶାନ୍ତ ମେହେର

19-Dec-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ଡିଭିଜନ ଅନ୍ତର୍ଗତ ଟିକ୍ରାପଡାର  ଚଳକି   ଗିରିଗୋବର୍ଧନ ପୀଠ ଠାରେ ପଶ୍ଚିମ ଓଡ଼ିଶା କର୍ମଚାରୀ ଓ କେନ୍ଦୁପତ୍ର ତୋଳାଳୀ ସଂଘ ପକ୍ଷରୁ ଏକ  ବିରାଟ ବୈଠକ ଅନଷ୍ଠିତ ହୋଇଥିଲା  । ଛବିଳ ମୋହନ ସିଂ ଚିନ୍ଦାଙ୍କ ନେତୃତ୍ୱରେ ଟିଟିଲାଗଡ ଡିଭିଜନ କମିଟି ଗଠନ କରାଯାଇ ଥିଲା  । କମିଟିର ନୂତନ କର୍ମକର୍ତ୍ତା ଚୟନ କରାଯାଇ ଥିଲା। ସମସ୍ତଙ୍କ ସହମତି କ୍ରମେ  ପୁଣି ଥରେ  ପ୍ରଶାନ୍ତ କୁମାର ମେହେରଙ୍କୁ ସଭାପତି ଓ ସମୀର ପଟ୍ଟନାୟକଙ୍କୁ ସମ୍ପାଦକ ରୂପେ ଚୟନ କରିଥିଲେ  । ଏହା ସହ ଏକ ୧୪ ଜଣିଆ ସଦସ୍ଯ କମିଟି କରାଯାଇ ଥିଲା।  ବିଭିନ୍ନ ବିଷୟ ଗୁଡ଼ିକୁ ପ୍ରସ୍ତାବ ଗ୍ରହଣ କରାଯିବା ସହ ସେ ନେଇ ଆଲୋଚନା କରାଯାଇ ଥିଲା । ଡ଼ିଭିଜନର ସମସ୍ତ ସଦସ୍ୟ ଉପସ୍ଥିତ ରହିବା ସହ ନୂତନ ସଭାପତିଙ୍କୁ ସମର୍ଦ୍ଧନା  ଜଣାଇଥିଲେ । ଏହି ବୈଠକରେ ଉକ୍ତ  ସଇଁତଳା, ତିକ୍ରାପଦା,ବନ୍ଦପଡ଼ା, ଦେଓଗାଁ, ତୁଷୁରା , ବେଲଗାଁ, ବଙ୍ଗୋମୁଣ୍ଡା  ରେଞ୍ଜ ର ସମସ୍ତ ସିଯିନାଲ୍ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026

You Might Also Like