-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ଵର୍ଗତ ଚକ୍ରଧର ପଣ୍ଡାଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

19-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ସ୍କୁଲର ପ୍ରତିଷ୍ଠାତା ସ୍ଵର୍ଗତ  ଚକ୍ରଧର ପଣ୍ଡାଙ୍କ ୧୧୦ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇ ଯାଇଛି l ପ୍ରଥମେ ସ୍କୁଲ ପରିସରରେ ଥିବା ସ୍ଵର୍ଗତ ଚକ୍ରଧର ପଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇଥିଲା ଏହି  ଅବସରରେ ସ୍ଵର୍ଗତ ପଣ୍ଡା ଙ୍କ ବୋହୂ ଶ୍ରୀମତୀ ପଙ୍କଜିନୀ ପଣ୍ଡାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲା। ବଲାଙ୍ଗୀର ଜିଲ୍ଲାରେ 

ହାଇସ୍କୁଲ ଶିକ୍ଷାର ବିକାଶ ଦିଗରେ ସ୍ଵର୍ଗତ ଚକ୍ରଧର ପଣ୍ଡାଙ୍କ ମହନୀୟ ଅବଦାନ ସମ୍ପର୍କରେ  ଶ୍ରୀମତୀ ପଣ୍ଡା ଆଲୋକପାତ କରିଥିଲେ l ଏସ.ଏମ.ସି  ସଭାପତି ଶ୍ରୀ ମେସୱା ଏବଂ କୁମାରୀ ସୁନୀତା ବିଶ୍ଵାଳ ନିଜ ବକ୍ତବ୍ୟରେ ପ୍ରଣମ୍ୟ ଚକ୍ରଧର ପଣ୍ଡାଙ୍କ ସଂଘର୍ଷମୟ ଜୀବନର ବିଭିନ୍ନ ଦିଗକୁ ସ୍ମୃତିଚାରଣ କରିଥିଲେ l ସ୍କୁଲର ପ୍ରଧାନଶିକ୍ଷକ ଦ୍ୟୁତି ରଞ୍ଜନ ମହାଲିଙ୍ଗଙ୍କ ତତ୍ତ୍ୱାବଧାନରେ ପରିଚାଳିତ ସଭାକୁ ଶିକ୍ଷକ

ଅନୀଲ ସରଭଙ୍ଗ ସଂଯୋଜନା କରିଥିଲେ l  ପରେ ସ୍କୁଲ ଛାତ୍ର ମାନଙ୍କୁ ବିସ୍କୁଟ୍ ବଣ୍ଟନ କରାଯାଇଥିଲା l ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା l ପ୍ରତିଷ୍ଠାତା ସ୍ଵର୍ଗତ ଚକ୍ରଧର ପଣ୍ଡା ଏବଂ ତାଙ୍କ ପରିବାରର ଜୀବନ ବୃତ୍ତାନ୍ତ, ମୂଲ୍ୟବୋଧ ଏବଂ ଅବଦାନକୁ  ନେଇ ଏକ କ୍ଷୁଦ୍ର ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା l ସମାରୋହରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ସ୍କୁଲ କର୍ମଚାରୀ ଏବଂ ବି.ଇଡି  ଶିକ୍ଷାର୍ଥୀମାନେ  ଉପସ୍ଥିତ ଥିଲେ।
​କାର୍ଯ୍ୟକ୍ରମ ଶେଷରେ ଶିକ୍ଷୟିତ୍ରୀ  ଶ୍ରୀମତୀ ଅଂଶୁପା ଭୋଇ  ଧନ୍ୟବାଦ ଅର୍ପଣ କରିଥିଲେ। 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like