-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ରାଜ୍ୟ

ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ଭାବେନିଯୁକ୍ତ ହେଲେ ସତ୍ୟଜିତ୍ ମହାନ୍ତି

02-Feb-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) ::ରାଜ୍ୟ ଅଗ୍ନିଶମ ବାହିନୀ ନିର୍ଦ୍ଦେଶକ ସତ୍ୟଜିତ୍ ମହାନ୍ତିଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ତାଙ୍କୁ ୬୨ବର୍ଷ ହେବା ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ । ଚଳିତବର୍ଷ ଅଗଷ୍ଟ ମାସରେ ଶ୍ରୀଯୁକ୍ତ ମହାନ୍ତି ସରକାରୀ ଚାକିରିରୁ ଅବସର ନେଇଥାନ୍ତେ । କିନ୍ତୁ ତାପୂର୍ବରୁ ରାଜ୍ୟ ସରକାର ତାଙ୍କୁ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି । ଏବେ ଓପିଏସସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବିଭୂତି ଭୂଷଣ ପଟ୍ଟନାୟକ କାର୍ଯ୍ୟ କରୁଛନ୍ତି ।

  ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ, ରାଜ୍ୟପାଳଙ୍କ ଅନୁମୋଦନ ପରେ ମହାନ୍ତିଙ୍କୁ ଓପିଏସସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ଏବେ ଓପିଏସସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବିଭୂତି ଭୂଷଣ ପଟ୍ଟନାୟକ କାର୍ଯ୍ୟ କରୁଛନ୍ତି ।ସୂଚନା ଅନୁସାରେ, ପୁଲିସ ପ୍ରଶାସନରେ ଏକ ବଡ଼ଧରଣର ଅଦଳବଦଳ କରିବା ପାଇଁ ଯୋଜନା ଚାଲିଛି । ତେବେ ଏହା ପୂର୍ବରୁ ମହାନ୍ତିଙ୍କୁ ଥଇଥାନ କରାଯାଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like