-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||     

HOME   ଜିଲ୍ଲା

ସାଂସଦ ଖେଳ ମହୋତ୍ସବ ପାଇଁ ଡାବୁଗାଁ ରେ ମୋଶାଲ୍ ଶୋଭାଯାତ୍ରା*

19-Dec-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
-ପ୍ରଧାନମନ୍ତ୍ରୀଙ୍କ ନୂତନ ପ୍ରୟାସ ସାଂସଦ ଖେଳ ଇଣ୍ଡିଆ ଅନ୍ତର୍ଗତ ସାଂସଦ ଖେଳ ମହୋତ୍ସବ ମାଧ୍ୟମରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ର କ୍ରୀଡ଼ାରେ ପ୍ରତିଭା ସମ୍ପନ୍ନ ଯୁବକ ଯୁବତୀ ମାନଙ୍କୁ ଲୋକ ଲୋଚନକୁ ଆଣି ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଲକ୍ଷ୍ୟ ରଖା ଯାଇଥିବା ସ୍ଥଳେ, ଆଜି ଡାବୁଗାଁ ରେ ଏହା ର ଶୁଭାରମ୍ଭ କରା ଯାଇଛି। ମାଁ ଠାକୁରାଣୀ ଙ୍କ ପୂଜା ଅର୍ଚ୍ଚନା ପରେ ମୋଶାଲ଼ ପ୍ରଜ୍ଜଳିତ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରା ଯାଇଥିଲା। ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ,ସାଂସଦ ପ୍ରତିନିଧି ସୋମନାଥ ପୂଜାରୀ, ବରିଷ୍ଠ ଆଇନଜୀବି ଜୟନ୍ତ କୁମାର ପାତ୍ର ଓ ରାଜେନ୍ଦ୍ର ବିଶୋଇ , ବିଜେପି ର ବରିଷ୍ଠ ନେତା ଜେ ରାଜଶେଖର ରାଓ, କଂଗ୍ରେସ ସଭାପତି ଜି ସାଇ ରାଜୁ, ବିଜେଡି ର ବରିଷ୍ଠ ନେତା ଏମ ଆପା ରାଓ, ବିଜେପି ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର, ଜି କିରଣ, ଜି ସତ୍ୟ ରାଓ, ପାପିନ ମୁନି, ଓ୍ବାଇ ରାଜ କୁମାର,  ମହେଶ ପାତ୍ର ସମେତ ବିଭିନ୍ନ ଅନୁଷ୍ଠାନ ର ଛାତ୍ରମାନେ ମାଁ ଠାକୁରାଣୀ ମନ୍ଦିର ରୁ ଏକ ଶୋଭାଯାତ୍ରାରେ ଭୈରବ ମହାବିଦ୍ୟାଳୟ ପଡିଆ ପର୍ଯ୍ୟନ୍ତ ଯାଇଥିଲେ।  ବି. ଏସ୍.ଏସ୍. ଓ ଯତୀନ ପାଣିଗ୍ରାହୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଡବ୍ଲୁ. ଇ. ଓ. ଆଦିର୍ଯ୍ୟ ନାରାୟଣ ରଥ ଓ ଡାବୁଗାଁ ବ୍ଲକ ରେ କାର୍ଯ୍ୟରତ  କର୍ମଚାରୀ ମାନେ ଆୟୋଜନ ର ତଦାରଖ କରିଥିଲେ।ସୂଚନାଯୋଗ୍ୟ ଯେ ଏହି ଅବସରରେ ଦୁଇଦିନ ବ୍ୟାପୀ  ବିଭିନ୍ନ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026

You Might Also Like