-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବାର୍ଷିକ କ୍ରୀଡ଼ା ଏବଂ ସାଂସ୍କୃତିକ ପ୍ରତିଯୋଗିତା ଉଦଯାପିତ

19-Dec-2025



ବଲାଙ୍ଗିର(ପ୍ରେରଣା ଖବର): ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବାର୍ଷିକ କ୍ରୀଡ଼ା ଏବଂ ସାଂସ୍କୃତିକ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଡିସେମ୍ବର ୧୮ ଏବଂ ୧୯ ତାରିଖ ଏହି ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ଏବଂ ସାଂସ୍କୃତିକ ପ୍ରତିଯୋଗିତାରେ ମହାବିଦ୍ୟାଳୟର ଉଭୟ ଯୁକ୍ତଦୁଇ ଏବଂ ଯୁକ୍ତତିନିର ଶତାଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ

କରିଥିଲେ।ମୁଖ୍ୟଅତିଥି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ଉଭୟ ଶାରିରୀକ ଓ ମାନସିକ ଦକ୍ଷତା ବୃଦ୍ଧିରେ କ୍ରୀଡ଼ାର ଭୂମିକା ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। କ୍ରୀଡ଼ା ସଂପାଦିକା ବନ୍ଦନା ବାର,ସହ- ସଂପାଦକ ଡକ୍ଟର ଶ୍ରୀକାନ୍ତ କୁମାର ବାରିକ, ଅଧ୍ୟାପକ ହୃଷୀକେଶ ଦାସ, ଅଧ୍ୟାପକ ଡକ୍ଟର ଅଶୋକ ମହାରଣା ଉପସ୍ଥିତ ରହି କ୍ରୀଡ଼ାର ମହତ୍ତ୍ୱ ସଂପର୍କରେ ଅବଗତ କରାଇଥିଲେ। ମାଁ ସମଲେଶ୍ଵରୀ ମନ୍ଦିରରୁ  କ୍ରୀଡ଼ା ମଶାଲ ଯାତ୍ରା ଆୟୋଜନ କରାଯାଇଥିଲା। ବିଭିନ୍ନ ପ୍ରକାରର ଦୌଡ଼ ପ୍ରତିଯୋଗିତା, ଲମ୍ବଡିଆଁ , ଉଚ୍ଚ ଡିଆଁ ,ଦଉଡ଼ି ଡିଆଁ,ସଟପୁଟ ଓ ଡିସକସ୍ ଥ୍ରୋ, ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ତଥା ବ୍ୟାଡମିଣ୍ଟନ,ଚେସ୍ , କ୍ୟାରମ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ

ହୋଇଥିଲା।ଏହା ସହିତ ସଂଗୀତ, ନୃତ୍ୟ,ଏକକ ଅଭିନୟ, ଚିତ୍ରାଙ୍କନ, ରଙ୍ଗୋଲି, ପ୍ରବନ୍ଧ, ବକ୍ତୃତା, ପାରମ୍ପରିକ ଖାଦ୍ୟ ପ୍ରସ୍ତୁତି ଆଦି ସାଂସ୍କୃତିକ ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯାଇଥିଲା। ଡକ୍ଟର ମଧୁସ୍ମିତା ମିଶ୍ର, ଡକ୍ଟର ରମଣୀ ନାଏକ, ବିଶ୍ବଭୂଷଣ ବିଶ୍ବାଳ,ଚନ୍ଦନ ପୁହାଣ, ସୁମନ୍ତ ରଣା, କମଳାକାନ୍ତ କରାଳି, ପୁରୁଷୋତ୍ତମ କିଶାନଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚାରୀ ଏହାକୁ ସୁଚାରୁରୂପେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like