-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ରାଜନୀତି

ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଢ଼ୀପଦର ରେ ବାର୍ଷିକ ଉତ୍ସବ - 2025 ଅନୁଷ୍ଠିତ

19-Dec-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବୁଢୀପଦର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ - 2025 ଅନୁଷ୍ଠିତ l ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟଅତିଥି ଭାବେ ବୁଢୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଯୋଗ ଦେଇଥିବା ବେଳେ ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ,  ଜ୍ୟୋତିରଞ୍ଜନ ସା, ସଦାନନ୍ଦ ସାହୁ, ସାଇଶଙ୍କର ସାହୁ ଏବଂ ମହାବୀର ପଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଉକ୍ତ ଉତ୍ସବ ରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟିତ୍ରୀ ପଦ୍ମାଳୟା ମିଶ୍ର ସଭାପତିତ୍ୱ କରିଥିବା ବେଳେ ଶିକ୍ଷକ କରୁଣାକର ବିଶ୍ୱାଳ ମଞ୍ଚ ପରିଚାଳନା କରିଥିଲେ l ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଶେଷରେ ଅତିଥି ଙ୍କ ଦ୍ୱାରା କୃତୀ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଗଲା l ଉଦଯାପନୀ ଉତ୍ସବ ରେ ମୁଖ୍ୟଅତିଥି ଭାବେ କୁସଂଗ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପରମେଶ୍ୱର ସିଂ ଯୋଗଦାନ କରିଥିଲେ l ଉକ୍ତ ଉତ୍ସବ ରେ ବ୍ରଜକିଶୋର ନାଗ, ଚନ୍ଦ୍ରମଣୀ ରାଉତ, ବିଭୀଷଣ ପଧାନ ଯୋଗ ଦେଇଥିଲେ l ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାମୟୀ ସାହୁ ଙ୍କ ନେତୃତ୍ୱରେ ଶିକ୍ଷୟିତ୍ରୀ ସଞ୍ଜୁଲତା ମଲ୍ଲିକ, ରଶ୍ମିତା ବାବୁ, ଚନ୍ଦ୍ରିକା ପଧାନ ସହଯୋଗ କରିଥିଲେ l ଶିକ୍ଷକ ଆମ୍ବୁଜ କୁମାର ହୋତା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like