-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||     

HOME   ଜିଲ୍ଲା

ରାଜରାସ୍ତ ରେ ସାରସମାଳ ମଣ୍ଡି ର ଚାଷୀ

19-Dec-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସାରସମାଲର ଚାଷୀ ରାଜ ରାସ୍ତାରେ l ଧାନ ର ଅଭାବୀ ବିକ୍ରି ଓ ଟୋକନ ସମସ୍ୟାକୁ ନେଇ ଆଜି ବରପାଲି- ସୋନପୁର ମୁଖ୍ୟ ରାସ୍ତା ସlରସମାଲ ଛକରେ ରାସ୍ତା ରୋକ ଆନ୍ଦୋଳନ କରୁଛନ୍ତି ଚାଷୀ l ଏହି ପେକ୍ସ ରେ ଟୋକନ ପ୍ରାୟ ୭୦  ପ୍ରତିଶତ ଚାଷୀ ଙ୍କ ଟୋକନ ଆସିନଥିବା ଦେଖାଦେଇଛି l ତେଣୁ କରି ଚାଷୀ ଏବେ ଖରିଫ ଧାନ ବିକ୍ରି କରିବ ଓ ଆଗକୁ

ଡାଲୁଅ ଚାଷ କିପରି କରିବ ଚିନ୍ତାରେ ପଡ଼ିଯାଇଛି lରାସ୍ତା ରୋକ କୁ  ସିଏସଓ ପହଁଚି ଚାଷୀ ମାନଙ୍କର ସହିତ ଆଲୋଚନା କରି ଥିଲେ ଚାଷୀ ମାନେ ତାଙ୍କର ଦାବିମୁତାବ ଜିରୋ କଟନୀ ଛଟଣି ରେ ଧାନ ଦେବା ଟୋକନ ସମସ୍ୟା ତାସହିତ ଡ଼ିସେମ୍ବର ମାସ ସୁଦ୍ଧା ସମସ୍ତ ଧାନକୁ କିଭଳି ଚାଷୀ ବିକ୍ରି କରି ପାରିବ ଦାବି ରଖି ଥିଲେ। ଜିଲ୍ଲା ପ୍ରଶାସନ ଙ୍କର କହିବା ଅନୁଯାଇ ଭଲ ଧାନ ରେ କୌଣସି କଟନୀ ଛଟଣି ହେବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ଚାଷୀ ମାନଂକୁ ପ୍ରତିଶୃତି ଦେଇଥିଲେ।ଟୋକନ ଆଜି  ସୁଦ୍ଧା ପ୍ରାୟ ସମସ୍ତ ଚାଷୀଙ୍କୁର ଟୋକନ ଆସିଯିବ ବୋଲି କହିଥିଲେ। ଶେଷ ରେ ସମସ୍ତ ଚାଷୀ ରାଜ ରାସ୍ତା ରୁ ଧାରଣା ରୁ ଓହରି ଯାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026

You Might Also Like