-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ବିଲେଇସରଡା ହାଇସ୍କୁଲ ର ବାର୍ଷିକ କ୍ରୀଡା ଉଦଯାପିତ,  "ଶାରୀରିକ ଓ ମାନସିକ ବିକାଶ ପାଇଁ କ୍ରୀଡା ପ୍ରତିଯୋଗିତା ଏକ ଅତ୍ୟାବଶ୍ୟକ ଉପାଦାନ"

20-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସରଡା ଜବାହରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ରାଧାଶ୍ୟାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜ ମୁଖ୍ୟଅତିଥି, ବିଦ୍ୟାଳୟ ଆଲୁମିନି କମିଟିର ସଭାପତି ଅନନ୍ତ ବିଶ୍ୱାଳ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ ମାନବ ଜୀବନରେ କ୍ରୀଡା ର ଗୁରୁତ୍ୱ ଅତ୍ୟଧିକ ରହିଛି ବୋଲି କହିବା ସହ ପାଠ ପଢା ସହିତ ଶାରୀରିକ ଓ ମାନସିକ ବିକାଶ ପାଇଁ କ୍ରୀଡା ପ୍ରତିଯୋଗିତା ଏକ ଅତ୍ୟାବଶ୍ୟକ ଉପାଦାନ ବୋଲି କହିଥିଲେ।ଦୁଇଦିନ ଧରି ଅନୁଷ୍ଠିତ ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ୪ଟି ବିଭାଗରେ ୩୨ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଚଳିତ

ବର୍ଷ ବାଳକ ବିଭାଗରେ ଚିନ୍ମୟ ରଣା ଓ ବାଳିକା ବିଭାଗରେ ତନୁଶ୍ରୀ ଦାସ ଚାମ୍ପିୟନ ହୋଇଥିଲେ।ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷକ କାହ୍ନୁ ଚରଣ ଧରୁଆ।ଶିକ୍ଷକ ପଙ୍କଜ ମେହେର,ପ୍ରଦୀପ ଦଣ୍ଡସେନା,ମୁରାରୀ ପ୍ରସାଦ ପର୍ଡ଼ିଆ, ସଂଜୀବ ମିଶ୍ର,ଅଶ୍ୱିନୀ ମହାଲିଙ୍ଗ,ସୁଜିତ ଦେହେରୀ, ପ୍ରମୋଦ ବିଶ୍ୱାଳ,ଶିକ୍ଷୟତ୍ରୀ ନିରୋତମା ବିଶ୍ୱାଳ, ରଶ୍ମିତା ବିଶ୍ୱାଳ,ସୁଷମା ମେହେର,ପ୍ରତିଶା ମିଶ୍ର,ପ୍ରଜ୍ଞା ପରମିତା ଖୁଆସ,ନିହାରିକା ପ୍ରଧାନ,ଲିଲି ମହାନନ୍ଦ ପ୍ରମୁଖ କ୍ରୀଡା ପ୍ରତିଯୋଗିତାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like