-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ବାର୍ଷିକ କ୍ରୀଡା ଉତ୍ସବ ପାଳିତ

20-Dec-2025



ଅଦ୍ୟ ତାରିଖ ୨୦/୧୨ :(ପ୍ରେରଣା ଖବର) ସରକାରୀ  ସ୍ଥାନୀୟ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ନଅଗାଁ (ଖ ) ର ବାର୍ଷିକ କ୍ରୀଡା ଉତ୍ସବ ସଫଳ ଭାବେ ଏକ ଶୃଙ୍ଖଳିତ ମନୋରମ ପରିବେଶ ମଧ୍ୟରେ ସୁନ୍ଦର ଭ।ବେ  ଉଦଯାପିତ ହୋଇଯାଇଛି। ପ୍ରଥମ ରୁ ପଞ୍ଚମ ଶ୍ରେଣୀ ବ୍ୟତୀତ ବାଟିକା ଓ ଅଙ୍ଗନବାଡି ଶ୍ରେଣୀ ରୁ ମଧ୍ୟ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରିଥିଲେ।ମ୍ୟୁଜିକ ଚେୟାର ଓ଼ ଜିଲାପି ଖିଆ ପ୍ରତିଯୋଗୀତା ସବୁଠାରୁ ମୁଖ୍ୟ ଆକର୍ଷଣ ଓ ଚିତାକର୍ଷକ ହୋଇଥିଲା।ଶିକ୍ଷା କମିଟୀ ଓ ମାତୃ କମିଟୀ  ସଦସ୍ୟ /ସଦସ୍ୟା ଙ୍କ ବିଶେଷ ସଂଖ୍ୟା ରେ ଉପସ୍ଥିତି ଅତିଥି ମାନଙ୍କୁ ଖୁସି ଓ ବିସ୍ମିତ କରିଥିଲା। ମୁଖ୍ୟ ଅତିଥି ଭାବେ ଗ୍ରାମର ବର୍ଷିଆନ ବ୍ୟକ୍ତିତ୍ୱ ଶ୍ରୀଯୁକ୍ତ ବିନୋଦ ବିହାରୀ କୁଅଁର, ସମ୍ମାନୀତ ଅତିଥି ଭାବେ ହରଭଙ୍ଗା ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ପସାୟତ ଓ ଅତିଥି ଭାବେ ଗ୍ରାମର ଉଛ ବିଦ୍ୟାଳୟ ଅବସର ଖେଳ ଶିକ୍ଷକ ଶ୍ରୀଯୁକ୍ତ ସୀତାରାମ ପଧାନ,ସି.ଆର.ସି.ସି ଶ୍ରୀଯୁକ୍ତ ହୃଷିକେଶ ପଧାନ ଓ କୁଟାସିଂହ। କ୍ଲଷ୍ଟର ସି.ଆର.ସି.ସି. ଶ୍ରୀଯୁକ୍ତ ଦୋଳଗୋବିନ୍ଦ ସାହୁ ନିମନ୍ତ୍ରିତ ହୋଇଥିଲେ।

ପ୍ରଧାନ ଶିକ୍ଷକ ଶ୍ରୀ ନୀଳକଣ୍ଠ ନନ୍ଦ ଙ୍କ ସମେତ ସହକାରୀ ଶିକ୍ଷକ ଶ୍ରୀ କୁଳମଣି ଛତ୍ରିଆ,ଶ୍ରୀ ସୁନୀଲ ଦୋରା ଓ ଶିକ୍ଷିକା ଶ୍ରୀମତୀ ଦିପ୍ତିମୟୀ ବିଶ୍ୱାଳ ଉତ୍ସବ କାର୍ଯ୍ୟକ୍ରମ କୁ ପରିଚ।ଳନା କରିଥିଲେ।ଶେଷରେ ସମସ୍ତ ଛାତ୍ରଛତ୍ରୀ, ଅତିଥି, ସଦସ୍ୟ, ସଦସ୍ୟା ନାଚଗୀତ ର ତାଳେତଳେ ଝୁମିଥିଲେ। ଆଜିର ପତାକା କୁ ଅବତରଣ  କରି ପରିସମାପ୍ତି ଘୋଷଣା କରାଯାଇଥଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like