-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

*ଆଦିବାସୀ ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା:ରୁଜୁ ହେଲା ହତ୍ୟା ମାମଲା*-

20-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ତିନିଦିନ ତଳେ  ଜିଲ୍ଲାର  ତରଭା ବ୍ଲକ୍ ଅନ୍ତର୍ଗତ ଚାରଭଟା ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ଜଣେ ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ  ଘଟିଥିଲା। ଏହି ଘଟଣାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଘଟଣାସ୍ଥଳକୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବାସହ ପ୍ରଥମରୁ ହିଁ ଆଶ୍ରମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସହକାରୀ ଅଧିକ୍ଷକ ଅରବିନ୍ଦ ମହାକୁର ଙ୍କୁ ନିଲମ୍ବନ ଆଦେଶ ଦେଇଥିଲେ।   ମୃତ ଛାତ୍ର ଙ୍କ ବାପା  ଡୁଙ୍ଗୁରିପାଲି ଥାନା ଚେରୁପାଲି ନିକଟସ୍ଥ ବଡ଼ ନୁଆପାଲି ଗାଁର ବିଷ୍ଣୁ ସୁନା  ଘଟଣା ଦିନ ଖବର ପାଇ ଆସିବାପରେ ସ୍କୁଲ କର୍ତ୍ତୃପକ୍ଷ ତାଙ୍କ ପୁଅର ସ୍ଵାଭାବିକ ମୃତ୍ୟୁ ହୋଇଛି କହିଥିଲେ ହେଲେ   ତାଙ୍କ ପୁଅର ବାମ ପାଖ କାନ୍ଥରେ ରକ୍ତ ଜମାଟ ବାନ୍ଧିଥିବା ,ଅଣ୍ଡକୋଷ ଫୁଲିଥିବା, ପିଠି ଓ ଜଂଘ ରେ ବାଡି ଦ୍ଵାରା ଆଘାତ ଚିହ୍ନ ଥିବା ଜାଣିବାପରେ ଗତକାଲି ଦିନ ୪ଟା ସମୟରେ   ତାଙ୍କ ପୁଅ କୁ କେହି ପିଟିପିଟି ହତ୍ୟା କରିଛି ଓ ଏହା ତଦନ୍ତ କରି ଦୋଷୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଗତକାଲି ତରଭା ଥାନାରେ ଲିଖିତ ଅଭିଯୋଗ ଦେବାପରେ ଘଟଣା ଟି ଭିନ୍ନ ମୋଡ଼ ନେଇଥିଲା। ତାଙ୍କ ପୁଅ ଆର୍ଯ୍ୟନ ସୁନା (୧୭)  ଅନ୍ୟ କାରଣରୁ ନୁହେଁ ବରଂ ତାଙ୍କ ର କିଛି ଜଣ ସହପାଠୀ  ମିଶି ରାତିସାରା ଆର୍ଯ୍ୟନ୍ କୁ ବିଭିନ୍ନ ପ୍ରକାରର ଶାରିରୀକ ନିର୍ଯ୍ୟାତନା ଦେବାସହ ମାରପିଟ୍ କରିବାଦ୍ୱାରା ତାହାର ମୃତ୍ୟୁ ହୋଇଛି। ଏହାର ଉପଯୁକ୍ତ ତଦନ୍ତ କରି ହତ୍ୟାକାରୀ ଙ୍କୁ ଗିରଫ କରିବାପାଇଁ କରିବା ପାଇଁ ସେ ଏତାଲା ରେ ଦର୍ଶାଇଛନ୍ତି। ଏତାଲାକୁ ଭିତ୍ତିକରି ଏକ ହତ୍ୟା ମାମଲା  ନଂ ୩୫୧/୨୦୨୫ ରୁଜୁ ହୋଇଛି । ତଦନ୍ତ ଭାର ଆଇଆଇସି ଅନିତା କିଡୋ ନେଇ ଅଧିକ ତଦନ୍ତ ଜାରି ରଖିଛନ୍ତି। ପ୍ରକାଶ ଯୋଗ୍ୟ ଯେ ଗତକାଲି ୪ଟାରେ ସୁବର୍ଣ୍ଣପୁର ଜିଲ୍ଲା ଲକ୍ଷେଘର ଗଣ୍ଡା ସମାଜ ପକ୍ଷରୁ ତରଭା ଥାନା  ସମ୍ମୁଖରେ ଆର୍ଯ୍ୟନ ର ମୃତ୍ୟୁ ର ସଠିକ ତଦନ୍ତ କରାଯାଇ  ଦୋଷୀ ମାନଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କରାଯାଇଥିଲା। ଏହି ବିକ୍ଷୋଭ ରେ ଜିଲ୍ଲା ସଭାପତି ମାଧବ କୁମ୍ଭାର, ବ୍ଲକ ସଭାପତି ସୁଶିଲ ମଲ୍ଲିକ, ପ୍ରକାଶ ହରିପାଲ , ତରଣିସେନ୍ ବାରିକ, କୋଶଳେଶ୍ୱର ସୁନା, ଲକ୍ଷ୍ମଣ ଭରାସାଗର, ମହେନ୍ଦ୍ର ସୁନା, ସୁବାଷ ସୁନା ପ୍ରମୁଖ ନେତୃତ୍ୱ ନେଇଥିଲେ। ଘଟଣା ସ୍ଥଳକୁ ସୋନପୁର ଏସଡିପିଓ ପ୍ରତାପ ଚନ୍ଦ୍ର
ତ୍ରିପାଠୀ ପହଞ୍ଚି ଘଟଣାକୁ ତୀକ୍ଷ୍ଣ ନଜର ରଖିଥିବା ବେଳେ ଅଧିକ ତଦନ୍ତ କରାଯାଇ  ଦୋଷୀ ମାନଙ୍କୁ ଚିହ୍ନଟ କରି ଗିରଫ କରାଯିବ ବୋଲି ଆଇଆଇସି ଅନିତା କିଡୋ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like