-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||     

HOME   ଜିଲ୍ଲା

ପୁସ୍ତକ ସଦାକାଳ ସତ୍ୟ ଓ ଚିରନ୍ତନ

20-Dec-2025



 ଭୁବନେଶ୍ୱର(ପ୍ରେରଣା ଖବର)-ପୁସ୍ତକ ସଦାକାଳ ସତ୍ୟ ଓ ଚିରନ୍ତନ ର ପ୍ରତୀକ। ରାଜ୍ୟ ପୁସ୍ତକ ମହୋତ୍ସବର ବାଜି ରାଉତ ମଞ୍ଚରେ ଅତିଥି ମାନେ ଯୋଗ ଦେଇ ମତ ବ୍ୟକ୍ତ କରିଥିଲେ। ଏହି ମଞ୍ଚ ରେ ପ୍ରାକ୍ତନ ମୁଖ୍ୟ ଶାସନ ସଚିବତଥା ପ୍ରଥିତ ଯଶା ଗାଳ୍ପିକ, ତରୁଣ କାନ୍ତି ମିଶ୍ର, ବିଶିଷ୍ଟ ସାହିତ୍ୟିକ ଅଧ୍ୟାପକ ବିଶ୍ବ ରଞ୍ଜନ, ବୟୋଜ୍ୟେଷ୍ଠ ଲେଖିକା ବନୋଜ ଦେବୀ, ବରିଷ୍ଠ ପ୍ରଶାସକ ଦେବ ପ୍ରସାଦ ଦାସ,  ଡକ୍ଟର ସଂଘମିତ୍ରା ମିଶ୍ର, ଡକ୍ଟର ଜୟନ୍ତୀ ରଥ, ଓଡ଼ିଶା ସାହିତ୍ୟ ଏକାଡେମୀ ର ସଚିବ ଡକ୍ଟର ଚଂଦ୍ର ଶେଖର ହୋତା, ପ୍ରମୁଖ ଯୋଗଦେଇ ପୁସ୍ତକ ଅତ୍ୟନ୍ତ ଉପାଦେୟ ଏବଂ ଏହା ଏକ ଇତିହାସର ମାନ୍ୟତା ରଖେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ, ବିଜୟଲକ୍ଷ୍ମୀ ମହାନ୍ତି ପଟ୍ଟନାୟକ ଦ୍ଵାରା ରଚିତ ଏହି ପୁସ୍ତକ ରେ ପଞ୍ଚଷଠି ଜଣ ବହୁ ବିଶିଷ୍ଟ ଲେଖିକା ମାନଙ୍କର କୃତୀ, ସ୍ଵୀକୃତି, ଓ ସମ୍ମାନ ସ୍ଥାନପାଇଛି, ଉଣେଇଶ ଚୌତ୍ରିଶି ମସିହା ଠାରୁ ଦୁଇହଜାର ପଚିଶ ମସିହା ପର୍ଯ୍ୟନ୍ତ ଲେଖିକା ମାନଙ୍କର ଜୀବନର ଗାଥା ଏହି ପୁସ୍ତକର ପୃଷ୍ଠାରେ ଲିପିବଦ୍ଧ ହୋଇ ରହିଛି ଏହି ଉତ୍ସବରେ ବରିଷ୍ଠ ଲେଖିକା ପ୍ରଫେସର ଡକ୍ଟର ଅର୍ଚ୍ଚନା ନାୟକ, ଚଲାପଥର ସମ୍ପାଦକ ହଳଧର ଧୀର, ବାଙ୍ଗାଲୋର ଇସ୍ରୋର ବୈଜ୍ଞାନିକ ଡ କାର୍ତ୍ତିକ ଚନ୍ଦ୍ର ସାଇଁ, ଲେଖକ ଅମୂଲ୍ୟ ଦାଶ, ଡକ୍ଟର ସୁଷମା ମିଶ୍ର, ଡକ୍ଟର ଅପରାଜିତା ମହାନ୍ତି, ଡକ୍ଟର ପ୍ରବୀଣା ମହାନ୍ତି, ବ୍ରହ୍ମପୁରରୁ ଡକ୍ଟର ବିଧୁପ୍ରଭା ରଥ, ଡକ୍ଟର ସୂଚନା ପାଢ଼ୀ, ଭଦ୍ରଖରୁ ଝରଣା ପଟ୍ଟନାୟକ, ଯାଜପୁରରୁ ଭୁବନ ମୋହନ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ବେଦପାଠ କରିଥିଲେ ସଲିଳା ମହାନ୍ତି, ଶୁଭ୍ରା ନନ୍ଦ, ତରୁଣବାଳା ମହାପାତ୍ର ଏବଂ ମଧୁସ୍ମିତା ଦାସ । ମଞ୍ଚ ପରିଚାଳନା କରିଥିଲେ ରମାଦେବୀର ଅଧ୍ୟାପିକା ଡ ସରୋଜିନୀ ପାଣି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026

You Might Also Like