-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

କୋଶଲ ରାଏଜ ମୁକ୍ତି ମୋର୍ଚ୍ଚାର ସାଙ୍ଗଠନିକ ସଭା

20-Dec-2025



ପାଟଣାଗଡ଼(ପ୍ରେରଣା ଖବର): ପାଟଣାଗଡ଼ କଲେଜ ଛକ ସ୍ଥିତ ଗଙ୍ଗାଧର ପାର୍କ ଠାରେ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚାର ସାଙ୍ଗଠନିକ ସଭା ଅନୁଷ୍ଠିତ ହେଇଥିଲା | ସଭାରେ ଉପଖଣ୍ଡ ସଭାପତି ଗିରିରାଜ ଭୋଇ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ ସଂଯୁକ୍ତ କୃଷକ ସଂଗଠନର ଆବାହକ ଅଜିତ କୁମାର ଶତପଥୀ ଯୋଗଦେଇଥିଲେ | ସଭାରେ କୋଶଲାଞ୍ଚଲ ର ବିଭିନ୍ନ ସମସ୍ୟା ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପିଇବା ପାଣି, ଜଳସେଚନ, ଜଳ, ଜମିନ, ଜଙ୍ଗଳ, ଦାଦନ, ବେକାରୀ, ଖଣି ଖାଦାନ, ଟାଟା ପାୱାରର ଶୋଷଣ, ଚାଷୀ ମାନଙ୍କର ଧାନ ବିକ୍ରିରେ ବିଳମ୍ବ ବିଷୟରେ ସବିଶେଷ ଆଲୋଚନା କରା ଯାଇଥିଲା | ବହୁତ ଚାଷୀ ମାନଙ୍କର ଏବେ ସୁଦ୍ଧା ଧାନ ବିକ୍ରି ଟୋକନ ଆସିନାହିଁ, ମଣ୍ଡିରେ ଧାନ ଉଠାଣ ପୁରା ଠପ,ଚାଷୀ ଅଭାବୀ ବିକ୍ରି ଶିକାର,କଟନୀ ଛଟନୀ ପ୍ରଥା ବନ୍ଦ କରିବା,ଟାଟା ପାୱାର ସ୍ମାର୍ଟ ମିଟର ଲଗେଇ ଉପଭୋକ୍ତା ମାନଙ୍କୁ ଶୋଷଣ, ଚଳିତ ପୌଷ ପୁର୍ଣିମା ଦିନ ଯୁକ୍ତ ତିନିର ପରୀକ୍ଷା, କାମ ଧନ୍ଦାର ଅଭାବ ଯୋଗୁଁ ଏଠାକାର ଶ୍ରମିକ ବାଧ୍ୟ ହୋଇ ବାହାର ରାଜ୍ୟକୁ ଦାଦନ ଖଟି ବିଭିନ୍ନ ପ୍ରକାର ଅନ୍ୟାୟ ଅତ୍ୟାଚାର ର ଶିକାର ହେଉଛନ୍ତି | ପଶ୍ଚିମ ଓଡ଼ିଶାରେ ଭିତ୍ତିଭୂମି ଥାଇ ସୁଦ୍ଧା ଏଠାରେ କପା ସୁତା କଳ କାରଖାନା ନାହିଁ, ଆଖୁ ଫେକ୍ଟରୀ ବନ୍ଦ, କେନ୍ଦୁପତ୍ରରୁ ବିଡ଼ି ତିଆରି କାରଖାନା ନକରି ବାହାରକୁ ରପ୍ତାନି କରୁଛନ୍ତି | କେବଳ ଖଣି ଖାଦାନ କୁ ଶାଗ ମାଛ ଦରରେ ଆଦାନୀ ଅମ୍ବାନୀ ହାତରେ ଟେକି ଦେବାକୁ ଯୋଜନା କରୁଛି | ଏହି ସମସ୍ୟା ମାନଙ୍କର ସ୍ଥାୟୀ ସମାଧାନ ପାଇଁ ଆଗାମୀ କମ ଦିନ ଭିତରେ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା ତରଫରୁ ଜୋରଦାର ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ସଂଗଠନ | ଆଗାମୀ ପୌଷପୁର୍ଣିମାରେ ଛେରଛେରା କାର୍ଯ୍ୟକ୍ରମ କରି ପ୍ରତ୍ୟେକ ଗ୍ରାମକୁ ଯିବାକୁ ନିଷ୍ପତ୍ତି | ଆଜିର ସଭାରେ ଜନସନ ନାଗ, ଜନାର୍ଦନ ସିଂ,ପ୍ରକାଶ ସାହୁ,ଚିନ୍ମୟ ପାତ୍ର,ଡାକ୍ତର ପଶାୟତ, ସୁଶୀଲ ରଣା, ପିଣ୍ଟୁ ସେନ୍ଦ୍ରିୟା, ନିରୋଜ ପଟେଲ, ଗଙ୍ଗା ମହାଳିଙ୍ଗ, ରାମ ଚନ୍ଦ୍ର ମେହେର, ହୃଷିକେଶ ଭୋଇ, ଦୀନବନ୍ଧୁ ରାଓ, ବେଣୁ ହୋତା, ଆଲୋକ ବୁଡ଼େକ, ମଦନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ | ସଭାକୁ ଉପଖଣ୍ଡ ସମ୍ପାଦକ ଜଗନ ମେହେର ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like