-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

"ବିଜ୍ଞାନ ମେଳା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ଵାସ ବଢ଼ାଇଥାଏ"

20-Dec-2025



ଜିଲ୍ଲାସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଉଦଯାପିତ

ବଲାଙ୍ଗୀର: ସ୍ଥାନୀୟ ଓଡିଶା ଆଦର୍ଶ ବିଦ୍ୟାଳୟ, ପଥରଚେପା ଠାରେ ଜିଲ୍ଲା ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରଦର୍ଶନୀ ମେଳାକୁ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।ମୁଖ୍ୟ ବକ୍ତା ଭାବେ ଡେପୁଟି ଡାଇରେକ୍ଟର,ଓସେପା ଶୈଳଜା ତନୟା ଶତପଥି, ସମ୍ମାନୀତ ଅତିଥି ଭାବେ ଏଡିଇଓ ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା, ସେବାଶ୍ରୀ ଭୋଇ,ପୃଥ୍ଵୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀ ପ୍ରମୁଖ ଯୋଗଦେଇ ବିଜ୍ଞାନ ମେଳା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢାଇବା ସହ ଭବିଷ୍ୟତ ର ବୈଜ୍ଞାନିକ, ଇଞ୍ଜିନିୟର ଓ ଗବେଷକ ତିଆରି କରିବାର ଏକ ଶକ୍ତିଶାଳୀ ମଞ୍ଚ ବୋଲି କହିଥିଲେ।ଜିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ ଚଳିତ ବର୍ଷ ବିଜ୍ଞାନ ମେଳାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ

ସମ୍ପର୍କରେ କହିଥିଲେ। ଉକ୍ତ ପ୍ରଦର୍ଶନୀ ରେ ଜିଲ୍ଲା ର ୧୪ଗୋଟି ବ୍ଲକ ରୁ ମନୋନୀତ ହୋଇ ୯୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇ ଥିଲା।ମେଳା ରେ ପ୍ରଦର୍ଶିତ ପ୍ରକଳ୍ପ ମଧ୍ୟରୁ ଲୋଇସିଂହା ବ୍ଲକ ବାଦୀମୁଣ୍ଡା ଜିୟୁପିଏସ ର ନିକିତା ପଧାନ,ଟିଟିଲାଗଡ ବ୍ଲକ ଓଏଭି କୁରଶୁଡ଼ ର ଦିବ୍ୟାଂଶୁ ଶେଖର ହୋତା,ଖପ୍ରାଖୋଲ ବ୍ଲକ ଓଏଭି ର ସାଇ କ୍ରୀଷ୍ଣା ନନ୍ଦ,ଦେଓଗାଁ ବ୍ଲକ ବାଦିବାହାଲ ହାଇସ୍କୁଲର ଶ୍ରୀୟା ରଣା,ବେଲପଡା ଜିୟୁପିଏସ ସର୍ଗିଗୁଡା ର ବିକାଶ ଥପା,ଦେଓଗାଁ ଚନ୍ଦ୍ରପୁର ଓଏଭି ର ଲକ୍ଷ୍ମୀପ୍ରିୟା ବାରିକ, ପି.ଆର ହାଇସ୍କୁଲର ଅନ୍ବେଷ ଭୂଷଣ ରଣା ଙ୍କ ପ୍ରକଳ୍ପ ଗୁଡି଼କ ରାଜ୍ୟସ୍ତରୀୟ ବାଳ ବୈଜ୍ଞାନିକ ମେଳା ପାଇଁ ବିଚାରକ ମାନଙ୍କ ଦ୍ୱାରା ମନୋନୀତ ହୋଇଥିଲା।ଉଦଯାପନୀ ଉତ୍ସବରେ ଏଡିଏମ ଡ.ବିଜୟାନନ୍ଦ ସେଠି ମୁଖ୍ୟ ଅତିଥି,ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ,ରୀନା କୁମାରୀ ବେହେରା,ଡିଏସଏସ ନବଘନ ସାହୁ, ବଲାଙ୍ଗୀର ସଦର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ,ସଇଁତଲା ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ କୁମାର ଯୋଶୀ ପ୍ରମୁଖ ମଂଚାସୀନ ଥିଲେ।ସ୍ୱାସ୍ଥ୍ୟ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ର

ସଫଳତା ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।ଶେଷରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ଉଭୟ ଅଧିବେଶନ ର କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ଅଲିଭା ଦୀପ ସଂଯୋଜନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷକ ସରୋଜ ନାୟକ।ଏହି କାର୍ଯ୍ୟକ୍ରମରେ ଓଏଭି ପଥରଚେପା ର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ,ଶିକ୍ଷାକର୍ମଚାରୀଙ୍କ ସମେତ ବିଦ୍ୟାଳୟ ର ଏନସିସି କ୍ୟାଡେଟ,ସ୍ବେଛାସେବୀ ଓ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ବିଜ୍ଞାନ ବିଭାଗର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like