-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ରାଜ୍ୟ

ଝାରସୁଗୁଡ଼ାରେ ଖୋଲିବ କୋଇଲା ଟ୍ରିବ୍ୟୁନାଲ

02-Feb-2021



ସମ୍ବଲପୁର(ପ୍ରେରଣା ଖବର) : ଖଣି ପାଇଁ ଅଧିଗ୍ରହଣ ହୋଇଥିବା ଜମିର କ୍ଷତିପୂରଣ ସଂକ୍ରାନ୍ତ ବିବାଦ ପାଇଁ କୋର୍ଟର ଦ୍ବାରସ୍ଥ ହେବାକୁ ଆଉ ଢେଙ୍କାନାଳ ଦୌଡ଼ିବାକୁ ପଡ଼ିବ ନାହିଁ। ବିଳମ୍ବରେ ହେଲେ ମଧ୍ୟ ଭାରତ ସରକାରଙ୍କ ପକ୍ଷରୁ ‘ସିବି’ ଆଇନ ଅନୁଯାୟୀ ଝାରସୁଗୁଡ଼ାରେ ପାର୍ଟ ଟାଇମ୍‌ ଟ୍ରିବ୍ୟୁନାଲ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି। ଭାରତ ସରକାରଙ୍କ କୋଇଲା ମନ୍ତ୍ରାଳୟ ପକ୍ଷରୁ ଏହି ମର୍ମରେ ଏମ୍‌ସିଏଲ୍‌ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଆସିଛି। ତତ୍କାଳ ପ୍ରଭାବ ବଳରେ ଝାରସୁଗୁଡ଼ାରେ ଏହି ଟ୍ରିବ୍ୟୁନାଲ ସ୍ଥାପନ କରାଯିବା ନେଇ ପଦକ୍ଷେପ ନେବାକୁ ଆଦେଶ ହୋଇଛି। ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଜମିହରା ପରିବାର ଏହାଦ୍ବାରା ଉପକୃତ ‌ହେବେ। ଝାରସୁଗୁଡ଼ା ଜିଲ୍ଲା ଓ ଦୌରା ଜଜ୍ ଟ୍ରିବ୍ୟୁନାଲ ଦାୟିତ୍ବରେ ରହି‌‌ବେ। ସେ ଯେଉଁ ତାରିଖରୁ ଟ୍ରିବ୍ୟୁନାଲର କାର୍ଯ୍ୟଭାର ତୁଳାଇବେ, ସେହିଦିନଠାରୁ ଆସନ୍ତା ୩୦ ସେପ୍‌ଟେମ୍ବର ୨୦୨୨ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ଏଥିସହ ଜଣେ ପ୍ରିଜାଇଡିଂ ଅଫିସରଙ୍କୁ ନିଯୁକ୍ତି ଦିଆଯିବ। ଏମ୍‌ସିଏଲ ପକ୍ଷରୁ ସହାୟକ କର୍ମଚାରୀ/ଅଧିକାରୀ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ ସରକାରଙ୍କ ଉପସଚିବ ରାମ ସିରୋମଣି ସରୋଜ ଗତ ୨୬ ଜାନୁଆରି ୨୦୨୧ରେ ଏମ୍‌ସିଏଲର୍‌ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକଙ୍କୁ ଏନେଇ ତୁରନ୍ତ ଉପଯୁକ୍ତ ପଦକ୍ଷେପ ନେବାକୁ ପତ୍ର ଲେଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like