-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଳାର ଜ଼ିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ପୂର୍ବତନ ଲାଇବ୍ରେରୀଆନ  ଙ୍କ ପରଲୋକ

20-Dec-2025



ବଲାଙ୍ଗୀର/ବୌଦ୍ଧ(ପ୍ରେରଣା ଖବର)::ଆଜି ସକାଳ ୮.୦୦ ଘଟିକାରେ ବୌଦ୍ଧ ଜିଲ୍ଳାର ଜ଼ିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ପୂର୍ବତନ ଲାଇବ୍ରେରୀଆନ  ଯୁଧିଷ୍ଠିର ପ୍ରଧାନୀ ବୁର୍ଲା ମେଡିକାଲ୍ ରେ ବ୍ରେନ ଷ୍ଟ୍ରୋକ୍ ଯୋଗୁଁ ଗତ ତିନି ଦିନ ହେବ   ପ୍ରଥମେ ଟିଟିଲାଗଡ଼,ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ ଏବଂ ଶେଷରେ ବୁର୍ଲା ମେଡିକାଲ ରେ ଚିକିତ୍ସିତ ହେବା ଅବସ୍ଥାରେ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏହି ଉଦ୍ଦେଶ୍ୟରେ ଜିଲ୍ଲା ପାଠାଗାର, ବୌଦ୍ଧ ଠାରେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଙ୍କ ଅଧ୍ୟକ୍ଷତା ରେ ଏକ ଶୋକ ସଭା  ସହ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୨ ମିନିଟ୍ ନୀରବ ପ୍ରାର୍ଥନା ଅନୁଷ୍ଠିତ ହୋଇଥିଲା । ଏହି ଶୋକ ସଭାରେ ଜ଼ିଲ୍ଲା ପlଠାଗାରର ଗ୍ରନ୍ଥାଗାରିକ ଅକ୍ଷୟ କୁମାର ମହାକୁଡ଼, ଜିତେନ୍ଦ୍ର କୁମାର ମହାନ୍ତି, ବୀର କିଶୋର କର୍ମୀ, ସମସ୍ତ ପାଠକ, ପାଠିକା ଉପସ୍ଥିତ ଥିଲେ l  ସୂଚନା ଓ ଲୋକ ସମ୍ପର୍କ ବିଭାଗରେ  ସୁବର୍ଣ୍ଣପୁର, ବୀରମହାରାଜପୁର, ବୌଦ୍ଧ, ଟିଟିଲାଗଡ଼, ବଲାଙ୍ଗୀର ରେ ଦୀର୍ଘ ଦିନ ଧରି ନିଷ୍ଠା ର ସହ ନିଜର କର୍ତ୍ତବ୍ୟ ସମ୍ପାଦନ କରି ଆସୁଥିବା ସ୍ବର୍ଗତ ପ୍ରଧାନୀ ଜଣେ ମିଷ୍ଟଭାଷୀ, ମେଳାପୀ, ସାମ୍ବାଦିକ ଏବଂ ଜନ ସାଧାରଣ ଙ୍କ ସହ ସୁ ସମ୍ପର୍କ ରଖୁଥିବା ମଣିଷଟି  ସମସ୍ତ ଙ୍କ ର ଅତି ପ୍ରିୟ ଥିଲେ l ତାଙ୍କର ଅକାଳ ମୃତ୍ୟୁ ରେ  ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ସହ ଦେଓଗାଁ  ର ସମସ୍ତ ଅଂଚଳ ରେ କାର୍ଯ୍ୟାଳୟ ର କର୍ମଚାରୀ, ପାଠକ, ପାଠିକା, ଗଣମାଧ୍ୟମ ପ୍ରତିନିଧି, ଅଂଚଳ ବାସୀ  ଗଭୀର ଶୋକ ବ୍ୟକ୍ତ କରିଛନ୍ତି l ଏହି ଦୁଃଖଦ ଖବର ପାଇ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ସ୍ବର୍ଗତ ପ୍ରଧାନୀ ଙ୍କ ଶବ ନିକଟରେ ପହଂଚି  ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକ ସନ୍ତପ୍ତ ପରିବାର ଙ୍କୁ ସାନ୍ତ୍ୱନା ଦେବା ସହ ଏହି ଘଡ଼ିସନ୍ଧି ମୁହୂର୍ତ୍ତ ରେ ଭାଙ୍ଗି ନ ପଡି ଧର୍ଯ୍ୟ ଓ ସାହାସ ର ସହ  ତାଙ୍କର ସମସ୍ତ କ୍ରିୟା କର୍ମ କରିବା ପାଇଁ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like