-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କଟାପାଲି ପିଏମଶ୍ରୀ ବିଡିଏନ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ମହୋତ୍ସବ ଅନୁଷ୍ଠିତ

21-Dec-2025



ବରପାଲି(ସୁଦାମ ଦୀପ)
ବରଗଡ଼ ଜିଲ୍ଲା ବରପାଲି ବ୍ଲକ କଟାପାଲି  ପିଏମଶ୍ରୀ ବିଡିଏନ ଉଚ୍ଚ ବିଦ୍ୟାଳୟର କ୍ରୀଡା ଉତ୍ସବ ସମାପନ ହୋଇଯାଇଛି। ଉତ୍ସବରେ ୩୫୩ ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ। ଏହି ଅବସରରେ ଆନ୍ତର୍ଜାତୀୟ ମାଷ୍ଟର କ୍ରୀଡ଼ାବିତ ସନ୍ତୋଷ କୁମାର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ର ଛାତ୍ରୀମାନଙ୍କୁ କ୍ରୀଡାର  ଆବଶ୍ୟକତା ଓ ସ୍ବାସ୍ଥ୍ୟରକ୍ଷା ବିଷୟରେ ସଚେତନ କରିଥିଲେ। ସମ୍ମାନିତ ଅତିଥି ଭାବରେ ପଂଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟର ପୂର୍ବତନ ଛାତ୍ରୀ ତଥା ଆନ୍ତର୍ଜାତିକ ପର୍ବତlରୋହୀ ଲିପିକା ସେଟ ମଂଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ ଭୋଇ ସଭାପତିତ୍ବ କରିଥିବା ବେଳେ ଶିକ୍ଷକ ଧୀରେନ୍ଦ୍ର ବିଶ୍ୱାଳ ମଞ୍ଚ ସଂଚାଳନ କରିଥିଲେ।  ବିଦ୍ୟାଳୟର ଖେଳ ଶିକ୍ଷକ ସୁଦାମ ପଧାନ ପ୍ରତିଯୋଗିତାର ସମସ୍ତ ଖେଳ ପରିଚାଳନା କରିଥିଲେ। ଅବ୍ୟୟ ବର୍ଗାଇ ଓ ସୋଭାଗ୍ୟ ରଞ୍ଜନ ବିଶ୍ୱାଳ ପରିଚାଳନାରେ ସହଯୋଗ କରିଥିଲେ। ଧନ୍ୟବାଦ ଅର୍ପଣ କରିଥିଲେ ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ  ଗଣେଶ ଭୋଇ। ଏହି ପରିପ୍ରେକ୍ଷୀରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପ୍ରତିଯୋଗିତାରେ ଦଶମ ଶ୍ରେଣୀ ଛାତ୍ର ଦୀପକ ଭୋଇ ଓ ନବମ ଶ୍ରେଣୀ ଛାତ୍ରୀ ମୁସ୍କlନ ବାରିକ ଚମ୍ପିୟାନ ହୋଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like