-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡିସେମ୍ବର ୩୧ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ ଦେଷଣ୍ଢରେ ଚାନ୍ଦଲିମହୋତ୍ସବ,ଲୋଗୋ ଉନ୍ମୋଚିତ

21-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକଅନ୍ତର୍ଗତ ଦେଷଣ୍ଢଠାରେ ପ୍ରସିଦ୍ଧ ଚାନ୍ଦଲି ପର୍ଯ୍ୟଟନସ୍ଥଳିରେ ଆସନ୍ତା ଡିସେମ୍ବର ୩୧ ତାରିଖରୁ ୪ଦିନ ଧରି ଜାନୁୟାରୀ ୩ ତାରିଖ ପର୍ଯ୍ୟନ୍ତ ୯ମ ଚାନ୍ଦଲି ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଆଜି ଚାନ୍ଦଲି ପର୍ଯ୍ୟଟନସ୍ଥଳିରେ ମହୋତ୍ସବ କମିଟି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ଏନେଇ ସୂଚନା ଦିଆଯାଇଛି । ଆଜି ମହୋତ୍ସବର ଲୋଗୋ ଉନ୍ମୋଚିତ

ହୋଇଯାଇଛି । ମହୋତ୍ସବ କମିଟିର ସଂଯୋଜକ ଲକ୍ଷ୍ମଣ କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟଅତିଥି ଭାବରେ ପୌରାଧ୍ୟକ୍ଷା ଲିକା ସାହୁ ଓ ବିଶିଷ୍ଟ ସଂସ୍କୃତି ଗବେଷକ ଗୁରୁଶ୍ରୀ ଡ.ଘାସିରାମ ମିଶ୍ର ଯୋଗଦେଇ ଏହି ଲୋଗୋକୁ ଉନ୍ମୋଚନ କରିଥିଲେ । ଏଠାରେ ପ୍ରତ୍ୟହ ନାମଯଜ୍ଞ,ସଂକିର୍ତ୍ତନ୍ୟ,ମହିମାଧର୍ମିଙ୍କ ହୋମଯଜ୍ଞ,ରାବଣ ଦରବାର ସହ ସାଂସ୍କୃତିକ ସଭା ଅନୁଷ୍ଠିତ ହେବ । ମୀନାବଜାର ଲାଗିବା ସହ ହଜାର ହଜାର ଲୋକଙ୍କ ସମାଗମ ହେବ ବୋଲି ସୂଚନା ଦିଆଯାଇଛି ।
 ମଞ୍ଚରେ ଚାନ୍ଦଲି ମହୋତ୍ସବ କମିଟିର ସଭାପତି ରାଧେଶ୍ୟାମ ମେହେର,ସଂପାଦକ ସ୍ୱୟଂମ୍ବର ମେହେର,ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସୁଶିଳ ଚାନ୍ଦ,ବନ୍ଧପଡା ସରପଞ୍ଚ ଗୋପାଳ ମିଶ୍ର,ମଧୁସୁଦନ ନାୟକ,ପ୍ରମୋଦ ବହିଦାର,ଶୈଳେନ୍ଦ୍ର ସାହୁ, ଘାସିରାମ ରଣା,ଇନ୍ଦ୍ରଜିତ ରାଉତ,ରଘୁମଣୀ ରଣା,ପ୍ରଦ୍ୟୁମ୍ନ ଷଢଙ୍ଗୀ ପ୍ରମୁଖ ରହିଥିଲେ । ମହୋତ୍ସବର ସଂଯୋଜକ ଲକ୍ଷ୍ମଣକୁମାର ମେହେର ଚାନ୍ଦଲିପାହାଡର ବିକାଶ ତଥା ପର୍ଯ୍ୟଟନସ୍ଥଳି ଘୋଷଣା ପ୍ରସଙ୍ଗରେ ସହଯୋଗ କରିଥିବା ବ୍ୟକ୍ତିବିଶେଷଙ୍କୁ କୃତଜ୍ଞତା ଜଣାଇଥିଲେ । ପୂର୍ବତନ ସରକାର ଓ ବର୍ତ୍ତମାନ ସରକାର ଏହି ପର୍ଯ୍ୟଟନସ୍ଥଳିର ବିକାଶ ପାଇଁ ନେଇଥିବା ପଦକ୍ଷେପ ବିଷୟରେ ଲୋକଙ୍କୁ ସୂଚନା ଦେଇଥିଲେ । ପୂର୍ବରୁ ଚାନ୍ଦଲି ପର୍ଯ୍ୟଟନସ୍ଥଳିର ବିକାଶ ପାଇଁ ନବୀନ ସରକାର ୧କୋଟି ଟଙ୍କାର ଅନୁଦାନ ସହିତ ରାସ୍ତାପାଇଁ ଗ୍ରାମ୍ୟଉନ୍ନୟନ ବିଭାଗ ୩.୫କୋଟି ଟଙ୍କା ଦେଇଥିଲେ । ଏବେ ଭୁଲିଆକଟାର ପୁନଃରୁଦ୍ଧାର ପାଇଁ ୫୦ଲକ୍ଷ ଟଙ୍କାର ଅନୁଦାନ ଆସିଥିବା ଓ ଆଗକୁ ବିଧାୟକଙ୍କ ଉଦ୍ୟମରେ ଆହୁରି ଅନୁଦାନ ଆସିବ ବୋଲି  କହିଥିଲେ । ମୋହନ ସରକାରଙ୍କ ଦୁଇ ଉପମୁଖ୍ୟମନ୍ତ୍ରୀ,ସାଂସଦ ଓ ବଲାଙ୍ଗୀର ବିଧାୟକଙ୍କ ସଦିଚ୍ଛା ରହିଛି ତେଣୁ ଅନୁଦାନ ଆସିବାରେ ଅସୁବିଧା ରହିବ ନାହିଁ ବୋଲି ଶ୍ରୀ ମେହେର କହିଥିଲେ । ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ପର୍ଯ୍ୟଟନସ୍ଥଳିକୁ ବିକାଶ କରାଇବାରେ

ଅଞ୍ଚଳବାସୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ । ଠିକ ସେହିପରି ଗୁରୁଶ୍ରୀ ଡ.ଘାସିରାମ ମିଶ୍ର ତାଙ୍କ ବକ୍ତବ୍ୟରେ ବଲାଙ୍ଗୀରର ଖୋଲ ବା ପାଟ୍ କଥା କହି ଚାନ୍ଦଲିପାହାଡ ମଧ୍ୟ ଏକ ପାଟ ବୋଲି କହିଥିଲେ । ଏହି ଚାନ୍ଦଲି ପାହାଡ ପ୍ରକୃତିକୁ ସୁରକ୍ଷା ଦେଉଛି ଓ ଯୁଗଯୁଗ ଧରି ସ୍ଥାନୀୟ ଅଞ୍ଚଳକୁ ସୁରକ୍ଷା କରୁଛି ବୋଲି କହିଥିଲେ । ତେଣୁ ଏହାକୁ ଆମେ ସୁରକ୍ଷାଦେଇ ମାନବସମାଜଙ୍କୁ ସୁରକ୍ଷା ଦେଉଛୁ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like