-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରୟାଲ ଏକାଡେମୀର ବାର୍ଷିକ ଉତ୍ସବ

21-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର କଲେଜ ଛକ ସ୍ଥିତ ରୟାଲ ଏକାଡେମୀ ର ବାର୍ଷିକ ଉତ୍ସବ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ରୟାଲ ଏକାଡେମୀ ର ଟ୍ରଷ୍ଟି ପରିଚାଳନା ଅଧକ୍ଷା ନିରୁପମା ପଣ୍ଡା ବାର୍ଷିକ ଉତ୍ସବରେ ଅଧ୍ୟକ୍ଷତା କରିବା ସହ ମୁଖ୍ୟ ଅତିଥି ପ୍ରଫେସର ତରୁଣ ମିଶ୍ର, ଟ୍ରଷ୍ଟି ସଭ୍ୟ ପ୍ରକାଶ କୁମାର ନେପାକ ସମ୍ମାନିତ ଅତିଥି ଏବଂ ଶ୍ରୀ ଅଶୋକ କୁମାର ମେହେର ବକ୍ତା ତଥା ଟ୍ରଷ୍ଟି ସଭ୍ୟ କୁନା ବାଗ, ଅଜିତ ପଣ୍ଡା ଅନ୍ୟତମ ଅତିଥି ରୂପେ ଯୋଗଦାନ କରି ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେବା ସହ ପୁରସ୍କାର ପ୍ରଦାନ କରିଥିଲେ lବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ସଂଜିତା ଦାସ ବାର୍ଷିକ ବିବରଣୀ ପାଠ କରିଥିଲେ l ଶିକ୍ଷକ   ଦେବାନନ୍ଦ  ସାହୁ ସଭା ସଂଯୋଜନା କରିଥିଲେ l ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ରଙ୍ଗା ରଙ୍ଗ ସଂlସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ରେ    ସଫଳ ହୋଇଥିବା ଛାତ୍ର ଛାତ୍ରୀମାନ  ବରିଷ୍ଠ ବିଭାଗ ଚମ୍ପିୟାନ   ଋତୁରାଜ ପଶୟତ ଏବଂ କନିଷ୍ଠ ବିଭାଗ ରେ କୃତ୍ତିକା ଖମାରି ଏବଂ ବିଭିନ୍ନ

ପ୍ରତିଯୋଗିତା ରେ ବିଜେତା ଋତୁରାଜ ପଶୟତ, ପ୍ରିଶୁଶ୍ରିବା ପାଢ଼ୀ, ଅମାୟିରା ସାୟିଦ, ରିୟାନ୍ସ ଭାର୍ଗବ ହୋତା, ଆଦିରୟା ଇସାରାତ, ଆରାଧ୍ୟା ମହାନ୍ତି, ଦେବାଶ୍ରିତ ଧାରୁଆଙ୍କୁ ମୁଖ୍ୟ ଅତିଥି ତଥା ଅନ୍ୟ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ l ଅଭିଭାବକ ମାନଙ୍କ ଦୌଡ ପ୍ରତିଯୋଗିତା ରେ ଗୋବିନ୍ଦ ମହାନ୍ତି, ଶୁଭ୍ରାଂଶୁ ଶେଖର ନାଏକ, ସୁଶୀଲ ମହାକୁଡ଼ ଯଥାକ୍ରମେ ପ୍ରଥମ ଦ୍ଵିତୀୟ ତଥା ତୃତୀୟ ସ୍ଥାନ ପାଇ ପୁରସ୍କାର ପାଇଥିଲେ l ଅଭିଭାବିକା ଙ୍କ ମ୍ୟୁଜିକ ଚେୟାର ପ୍ରତିଯୋଗିତା ରେ ସୌଦାମିନୀ ଧାରୁଆ, ଦିବ୍ୟାନି ନାଏକ, ନତିଶା ଖାତୁନ ଯଥାକ୍ରମେ ପ୍ରଥମ ଦ୍ଵିତୀୟ ଏବଂ ତୃତୀୟ ପୁରସ୍କାର ପାଇଥିଲେ lପରିଶେଷରେ ଅଧ୍ୟକ୍ଷା ନିରୁପମା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like