-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ଦେବ ନାରାୟଣ ପଣ୍ଡା ମୃତ୍ୟୁ ଘଟଣା : ପରିବାରକୁ ପୁଣି ପଚରାଉଚୁରା

02-Feb-2021



ମାଲକାନଗିରି(ପ୍ରେରଣା ଖବର) : ମାଲକାନଗିରି ଜିଲ୍ଲାପାଳଙ୍କ ତତ୍କାଳୀନ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପ୍ରକ୍ରିୟାକୁ ତ୍ବରାନ୍ବିତ କରିଛି କ୍ରାଇମବ୍ରାଞ୍ଚ। ପୁଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ପରେ ଜଣେ ଡିଏସ୍‌ପି ରୢାଙ୍କର ଅଧିକାରୀଙ୍କ ନେତୃ୍ତ୍ବରେ ଗତକାଲି ଗୋଟିଏ ଟିମ୍ ମାଲକାନଗିରି ପହଞ୍ଚିଥିଲା। ଦେବନାରାୟଣଙ୍କ ପରିବାରକୁ ଗତକାଲି ଦୀର୍ଘ ସମୟ ଧରି ପଚରାଉଚୁରା କରିଥିବାବେଳେ ଆଜି ଦ୍ବିତୀୟ ପର୍ଯ୍ୟାୟ ଜେରା କରିଥିବା ସୂଚନା ମିଳିଛି। ଆଜି ସକାଳେ କ୍ରାଇମବ୍ରାଞ୍ଚ ଟିମ୍ ପୁଣି ଦେବ ନାରାୟଣ ପଣ୍ଡାଙ୍କ ଘରେ ପହଞ୍ଚିଥିଲା। ପତ୍ନୀ ବନଜାଙ୍କ ସହ ପରିବାରର ଅନ୍ୟ ସଦସ୍ୟଙ୍କୁ ଘଟଣା ସଂପର୍କରେ ପଚାରିଥିଲା। ପରିବାର ଲୋକ କ’ଣ ସନ୍ଦେହ କରୁଛନ୍ତି, ସେହି ବିଷୟରେ ଅବଗତ କରାଇଥିଲେ। ସେହିପରି ଗତ ୧୩ମାସ ମଧ୍ୟରେ କ’ଣ ସବୁ ହୋଇଛି ଏବଂ ପରିବାର ଲୋକ କେଉଁ ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି ତାହା ଜଣାଇଥିଲେ। ଏପରିକି ପୂର୍ବରୁ ପୁଲିସକୁ ଯେଉଁ ୫୦ଟି ପ୍ରଶ୍ନ ପଚରାଯାଇଥିଲା, ସେହି ବିଷୟରେ ବି କ୍ରାମଇବ୍ରାଞ୍ଚକୁ ବୟାନ ଦେଇଥିଲେ। ସେହିପରି ଅଗ୍ନିଶମ ବିଭାଗ ଏବଂ ଅନ୍ୟ ଅଧିକାରୀଙ୍କୁ ପଚାରିଥିବା ପ୍ରଶ୍ନ ଗୁଡ଼ିକୁ ମଧ୍ୟ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ। ଏହାପରେ ପରିବାର ସଦସ୍ୟଙ୍କୁ ନେଇ ସତୀଗୁଡ଼ା ଡ୍ୟାମ୍ ନିକଟକୁ ଯାଇଥିଲା କ୍ରାଇମବ୍ରାଞ୍ଚ ଟିମ୍। ଅଗ୍ନିଶମ ବିଭାଗର କର୍ମଚାରୀ ମଧ୍ୟ ଉପସ୍ଥିତ ରହି କିଭଳି ଶବ ଉଦ୍ଧାର କରିଥିଲେ, ତାହାର ତଥ୍ୟ ଦେଇଥିଲେ। ତେବେ ଦୁଇ ଦିନ ମଧ୍ୟରେ ଦୁଇ ଥର ଜେରା ଏବଂ ପୂର୍ବରୁ କୌଣସି ସୂଚନା ନ ଦେଇ ଆଜି ସକାଳେ ହଠାତ୍ ଘରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିବା ବ୍ୟତିବ୍ୟସ୍ତ କରିଥିବା ପରିବାର ଲୋକ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like