-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||     

HOME   ଜିଲ୍ଲା

ଗଙ୍ଗେଇ ଗ୍ରାମରେ ହାତୀ ସୁରକ୍ଷା ପାଇଁ ସଚେତନତା ଶିବିର

21-Dec-2025



ବରଗଡ଼(ପ୍ରେରଣା ଖବର): ମନୁଷ୍ୟ ସହ ବନ୍ୟପ୍ରାଣୀଙ୍କ ସହାବସ୍ଥାନ ଏକାନ୍ତ ଆବଶ୍ୟକ।ଏହି କ୍ରମରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମରେ ଜନତା ହାଇସ୍କୁଲ ଭୁକ୍ତାର ଇକୋ କ୍ଲବ୍ ଆନୁକୂଲ୍ୟରେ ହାତୀ ସୁରକ୍ଷା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଇକୋ କ୍ଲବ୍ ମାଷ୍ଟରଟ୍ରେନର ସଞ୍ଜୟ ଖମାରୀଙ୍କ ଆହ୍ବାନ କ୍ରମେ ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବିଦ୍ୟୁତ୍ ବିଭାଗ ବରଗଡ଼ର ସହ ନିରୀକ୍ଷକ ବିଶାଳ ତିର୍କୀ,ମୁଖ୍ୟ ବକ୍ତା ଭାବରେ ଭଟଲିର ସହ ବନ ସଂରକ୍ଷକ ସୁବୋଧ ସାହୁ ଏବଂ ସମ୍ମାନିତ

ଅତିଥି ଭାବରେ ବନ୍ୟପ୍ରାଣୀ ବନପାଳ ସଞ୍ଜୀବ ପଣ୍ଡା ଓ ଗୋପାଳପୁର ଆଶ୍ରମ ସ୍କୁଲର ଇକୋ କ୍ଲବ୍ ଶିକ୍ଷକ ତଥା ପ୍ରକୃତି ପ୍ରେମୀ ଉଚ୍ଛବ ଭୁଏ ଯୋଗ ଦେଇଥିଲେ।ଜନତା ହାଇସ୍କୁଲ ଭୁକ୍ତାର ଇକୋ କ୍ଲବ୍,ବରଗଡ଼ ବନ ବିଭାଗ ଓ ବିଦ୍ୟୁତକରଣ ସେକ୍ସନର ମିଳିତ ଉଦ୍ୟମରେ ହାତୀର ଚଳାପଥକୁ ଅବରୋଧ ନ କରି ହାତୀ ସୁରକ୍ଷା କ୍ଷେତ୍ରରେ ପ୍ରତ୍ୟେକ ନାଗରିକ ସଚେତନ ହେବା ସହ ଅନ୍ୟକୁ ଜାଗ୍ରତ କରିବା ପାଇଁ ଆହ୍ବାନ କରାଯାଇଥିଲା।ଉପସ୍ଥିତ ସମସ୍ତ ପ୍ରକୃତି ପ୍ରେମୀ ଓ ଗ୍ରାମବାସୀ "ବିଦ୍ୟୁତ ତାରକୁ ସୁରକ୍ଷିତ କରିବା,ହାତୀ ଜୀବନକୁ ରକ୍ଷା କରିବା", ଜଙ୍ଗଲ ବଞ୍ଚିଲେ ଜୀବନ ମିଳେ,ତା'ଠାରୁ ସୁନ୍ଦର ଜୀବ ବଞ୍ଚିଲେ" ଆଦି ସ୍ଲୋଗାନ ଦେଇ ସମସ୍ତଙ୍କୁ ପରିବେଶ ସୁରକ୍ଷା

ସଚେତନତାର ବାର୍ତ୍ତା ଦେଇଥିଲେ। ବନ୍ୟପ୍ରାଣୀ ସହ ସଂଘର୍ଷ ନ କରି ହାତୀ ପରି ଜୀବର ସୁରକ୍ଷା କରିବା ସହ ବନ୍ୟପ୍ରାଣୀଙ୍କ ଦ୍ବାରା କ୍ଷୟକ୍ଷତି ହେଲେ ଅନୁକମ୍ପା ଆପ୍ ମାଧ୍ୟମରେ କିପରି  ସହାୟତା ପାଇବେ ସେ ସଂପର୍କରେ ବୈଠକରେ ଆଲୋଚନା ହୋଇଥଲା।ଶିକ୍ଷକ ସୁବାସ ଚନ୍ଦ୍ର ଖମାରୀ,ପ୍ରକାଶ ପଧାନ,ବନପାଳ କମଳେଶ ବାରିକ ଓ ବନପାଳ ପର୍ଶୁରାମ ବେହେରା, ବନରକ୍ଷୀ ନଳିନୀ ଭୁଏ, ସୁପ୍ରିୟା ଭୁଏ ଓ ସଞ୍ଜୀବ ଭୁଏଙ୍କ ସମେତ ଗଙ୍ଗେଇ ଗ୍ରାମବାସୀ ସହଯୋଗ କରିଥିଲେ।ପ୍ରକୃତି ବନ୍ଧୁ ରୋହିତ ଭୁଏ ସଭା କାର୍ଯ୍ୟ ପରିଚାଳନା କରିଥିବାବେଳେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ଉଦ୍ଦେଶ୍ୟ ଜ୍ଞାପନ କରିବା ସହ  ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026

You Might Also Like