-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ପିପି ଏକାଡେମୀ ୧୯୮୯ ମେଟ୍ରିକ ବ୍ୟାଚ୍ ର ବନ୍ଧୁ ମିଳନ

21-Dec-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍  ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ପ୍ରାୟ ୮ଠଜଣ ପୂରାତନ ଛାତ୍ର ଯୋଗ ଦେଇ ପୂରୁଣା ସ୍ମୃତିକୁ ମନେପକାଇବା ସହ ଆଗାମୀ ଦିନରେ ସମସ୍ତ ଏକ ହୋଇ ପରସ୍ପରକୁ ସାହାଯ୍ୟ ସହଯୋଗର ହାତ ବଢ଼ାଇ ବାକୁ ନିଷ୍ପତ୍ତି ନେଇଥିଲେ । ଏହି ଅବସରରେ ୧୯୮୯ ପି.ପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ୨ଜଣ ପୂରାତନ ଛାତ୍ର ବନବାସ ମିଶ୍ର ଓ ଧନଞ୍ଜୟ ନାଗଙ୍କ ଅକାଳ ବିୟୋଗରେ ଏହି ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଚଳିତ ବର୍ଷ ମଧ୍ୟ କଦଳୀମୁଣ୍ଡା ନର୍ସରୀ ପରିସରରେ ଅନୁଷ୍ଠିତ ଚକ୍ଷୁ ପରୀକ୍ଷା ଶିବିରରେ ୧୯୮୯ ପି.ପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ବହୁ ପୂରାତନ ଛାତ୍ର ନିଜର ଆଖି ପରୀକ୍ଷା କରିବା ସହ ଚଷମା ନେଇଥିଲେ । ପରେ ଏକ ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ସଙ୍ଗୀତ ଓ ନାଚଗୀତର କାର୍ଯ୍ୟକ୍ରମରେ ସମସ୍ତ ପୂରାତନ ଛାତ୍ର ମାନେ ଭାଗ ନେଇଥିଲେ । ୧୯୮୯ ପି.ପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ସତ୍ୟରଞ୍ଜନ ମିଶ୍ର, ସୁରେଶ ସାହୁ, ଶଙ୍କର ଅଗ୍ରୱାଲ ଏବଂ ଗୋପାଳ ମିଶ୍ର ଙ୍କ ସ୍ଵରରେ ବିଭିନ୍ନ ସ୍ଵାଦର ଗୀତ ବେଶ ମନଛୁଆଁ ହୋଇଥିଲା l ଡ୍ୟୁଲୁକ୍ ଆର୍କେଷ୍ଟା୍ ର ଗାୟକ ଗାୟିକା ମାନଙ୍କ ଗୀତର ତାଳେ ତାଳେ ରମେଶ ସାହୁ, ସନ୍ତକ ବହିଦାର,  ଭକ୍ତ ନାଏକ,  ଦାରାସିଂହ ମେହେର, ନୀଳମଣି ହାତୀ, ଅଜିତ ପଣ୍ଡା, କମ୍ବୁ ପାଣି ପୁଝାରୀ, ସଂଯତ ମିଶ୍ର, ରିଆଜ ଖାନ, ଅତୁଲ ଅଗ୍ରୱାଲ, ଉପେନ୍ଦ୍ର ସାହୁ,  ଶ୍ରୀମନ୍ତ ପଣ୍ଡା, ବାବୁ ପୁଝାରୀ, ସଂଜୀବ ଦର୍ଜି ଗୌରାଙ୍ଗ ସାହୁ, ସନତ୍ ,ସମୀର ବିଶୋଇ, ରଘୁ ନନ୍ଦନ ସିଂହ ଓ ଅନ୍ୟ ମାନଙ୍କ ଡ୍ୟାନ୍ସ ପରିବେଶକୁ ରଙ୍ଗୀନ କରିଥିଲା l ସନ୍ଧ୍ୟାରେ ଅନୁଷ୍ଠିତ  କେମ୍ପ ଫେୟାର ରେ ମଧ୍ୟ ଅନେକ ପୂରାତନ ଛାତ୍ର ଭାଗ ନେଇ ନାଚଗୀତର ମଜା ନେଇଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like